ସ୍କୁଲରେ ପ୍ରଧାନଶିକ୍ଷୟିତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ନ୍ୟାୟ ନମିଳିଲେ ପାଠପଢା ବନ୍ଦ ଚେତାବନୀ
କେନ୍ଦ୍ରାପଡ଼ା: ସ୍କୁଲ ଭିତରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ସହ ଅସଦାଚରଣ । କେନ୍ଦ୍ରାପଡ଼ା ସଦର ଥାନା କଂସାର-ସାହସପୁର ନୋଡାଲ ହାଇସ୍କୁଲରୁ ଆସିଛି ଏପରି ଅଭିଯୋଗ । ଏନେଇ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସହ ସମସ୍ତ ଶିକ୍ଷକ ସଂଘ ସଦର ଥାନାରେ ଅଭିଯୋଗ କରିଛନ୍ତି । ଜିଲ୍ଲା!-->…