ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୪ ଲେନ୍ କରାଯାଉ: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପତ୍ର ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୋଳ ଜିଲ୍ଲାରେ ଖଣିଜ ଉତ୍ପାଦନ ଓ ଶିଳ୍ପ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ପତ୍ର ଲେଖିିଛନ୍ତି । ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ରୁ ଚାରି ଲେନ୍ କରିବା ସହ ଜନବସତି!-->…