ଜୟଦେବ ଜେନାଙ୍କୁ ହତ୍ୟା ଧମକ ପ୍ରସଙ୍ଗ: ରାଜ୍ୟପାଳଙ୍କୁ ଚିଠି ଲେଖିଲା କଂଗ୍ରେସ

କେନ୍ଦୁଝର : ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ-ଶୃଙ୍ଖଳା, ନାରୀ ସୁରକ୍ଷାର ଅଭାବ, ରାହାଜାନି, ଦୁଷ୍କର୍ମ, ହତ୍ୟାକାଣ୍ଡ ଏବଂ ରାଜନେତାଙ୍କୁ ହତ୍ୟା ଧମକ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଚରମ ବିଫଳତା ସମ୍ପର୍କରେ କଂଗ୍ରେସ କର୍ମୀ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଛନ୍ତି। କେନ୍ଦୁଝର ଜିଲ୍ଲା…

ଏପ୍ରିଲ ୧ ରୁ ସୁଭଦ୍ରା ପାଇଁ ନୂତନ ପଞ୍ଜୀକରଣ

ଭୁବନେଶ୍ବର: ରାଜ୍ୟର ନୂତନ ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଗାମୀ ଏପ୍ରିଲ ୧ ତାରିଖରୁ ଏଥିନେଇ ଆବେଦନ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି ଶ୍ରୀମତୀ ପରିଡ଼ା। ସୁଭଦ୍ରା ଯୋଜନାରେ ନୂତନ ଆବେଦନ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି…

ଶୋଭାଯାତ୍ରାରେ ବିଧାୟକଙ୍କ ଫାଙ୍କା ଗୁଳିଚାଳନା

ବଲାଙ୍ଗୀରି : ବିଧାୟକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ ।  ବଲାଙ୍ଗିର ଟିଟିଲାଗଡ଼ରେ ରାମ ନବମୀ ଅବସରରେ ଏକ ବିରାଟ ଶୋଭାଯାତ୍ରାର ଆୟୋଜନ ହୋଇଥିଲା । ଏହି ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ ସହିତ ଅନ୍ୟାନ୍ୟ ଜନ ପ୍ରତିନିଧି ଓ…

ଏପ୍ରିଲ ୮ରୁ ବାହାର ରତ୍ନଭଣ୍ଡାର ଦ୍ୱିତୀୟ ପର୍ଯ୍ୟାୟ ଗଣତିମଣତି

ପୁରୀ : ଏପ୍ରିଲ ୮, ୯ ଓ ୧୦ରେ ବାହାର ରତ୍ନଭଣ୍ଡାରର ଦ୍ୱିତୀୟ ପର୍ଯ୍ୟାୟ ଗଣତି ମଣତି । ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ କିମ୍ୱା ନୀତିକାନ୍ତିରେ କିଭଳି ବାଧାପ୍ରାପ୍ତ ନହେବ ସେନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି । ଏହା ପରେ ଭିତର ରତ୍ନଭଣ୍ଡାର ଗଣତି ମଣତି ହେବ ।…

ରାଜ୍ୟରେ ତୈଳ କିମ୍ବା ଗ୍ୟାସ ସଙ୍କଟ ନାହିଁ, ବିରୋଧୀ କରୁଛନ୍ତି ଅପପ୍ରଚାର

ଭୁବନେଶ୍ୱର : ରାଜ୍ୟରେ ତୈଳ କିମ୍ବା ଗ୍ୟାସ ସଙ୍କଟ ନାହିଁ । ବିରୋଧୀମାନେ ଅପପ୍ରଚାର କରୁଛନ୍ତି । ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏଲପିଜି ବୁକିଂରେ ସମୟ ଟିକେ ବଢ଼ିଛି । ଅନ୍ୟ ଦେଶ ତୁଳନାରେ ଆମେ ଭଲରେ ଅଛୁ। ଦେଶ ଠିକ୍ ନେତୃତ୍ବଙ୍କ ହାତରେ ଅଛି । ସେଭଳି…

ଗ୍ୟାସ୍‌ ଏଜେନ୍ସି ଆଗରେ ବିକ୍ଷୋଭ: ଡେଲିଭେରି ନ ହୋଇ ଆସୁଛି ଡେଲିଭେରି ମେସେଜ

ଭୁବନେଶ୍ୱର : ରାଜଧାନୀରେ ଗ୍ୟାସ ଉପଭୋକ୍ତାଙ୍କ ଅଭିଯୋଗ । ଗ୍ୟାସ ବୁକିଂ ହୋଇଛି ଓଟିପି ଆସିଛି । ହେଲେ ଗ୍ୟାସ ଡେଲିଭେରି ନ ହୋଇ ଡେଲିଭେରି ହେବାର ମେସେଜ ଆସୁଛି । ଏପରିକି ସବସିଡି ଟଙ୍କା ଆକାଉଣ୍ଟରେ ଆସି ଗଲାଣି ଅଥଚ ଗ୍ୟାସ ଏପର୍ଯ୍ୟନ୍ତ ଆସିନାହିଁ । ଫଳରେ ଗ୍ୟାସ୍ ଏଜେନ୍ସି…

ବେଆଇନ ପଥର ଖଣି ବ୍ଲାଷ୍ଟିଙ୍ଗ ନେଇ ମହିଳାଙ୍କ ରାସ୍ତା ଅବରୋଧ 

ନୟାଗଡ଼ ( ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ତହସିଲ ଅଧୀନସ୍ଥ ଲୋଧାଚୁଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ କୋଇଲମା ଲାଞ୍ଜିପାହାଡ଼ରେ ବେଆଇନ କଳାମୁଗୁନି ପଥର ବ୍ଲାଷ୍ଟିଙ୍ଗ ନେଇ କୋଇଲମା ଗ୍ରାମର ମହିଳାମାନେ ରାଜସୁନାଖଳା -ରଣପୁର ରାସ୍ତାକୁ ଶନିବାର ଦିନ ଅବରୋଧ କରିଥିଲେ । ଫଳରେ ରାସ୍ତାରେ ୬…

ବାଲିଗୁଡା ଓକିଲ ସଂଘ ନିର୍ବାଚନ : ହରିଶ୍ଚନ୍ଦ୍ର ସଭାପତି, ଅନୀଲ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ

ବାଲିଗୁଡା : ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କନ୍ଧମାଳ ଜିଲ୍ଲା ବାଲିଗୁଡା ଓକିଲ ସଂଘର ୨୦୨୬-୨୭ ବର୍ଷ ପାଇଁ କର୍ମକର୍ତ୍ତା ଓ କାର୍ଯକାରୀ କମିଟି ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସକାଳ ୭:୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହୋଇ ୪ଟା ପରେ…

ବିବାହ ପାଇଁ ପ୍ରେମିକା ମନା କରିବାରୁ ଜୀବନ ହାରିବାକୁ ଟାୱାର ଉପରେ ଚଢିଗଲେ ଯୁବକ

କାଲିମେଳା : ଲଭ୍ କେଲିଏ କୁଛି ଭି କରେଗା । ବିବାହ ପାଇଁ ମନା କଲା ପ୍ରେମିକା । ମୋବାଇଲ ଟାୱାର ଉପରେ ଚଢିଗଲେ ଯୁବକ । ଟାୱାର ଉପରେ ଚଢ଼ି ଜୀବନ ଉଦ୍ୟମ କରିଥିଲେ ଆଡ଼ମା ମାଡ଼କାମୀ । ମାଲକାନଗିରି ପଡ଼ିଆ ଥାନା ସିଙ୍ଗରାଜକୋଣ୍ଡା ଗାଁରେ ଘଟିଛି ଏହି ଅଦଭୁତ ଘଟଣା । ଯୁବକ…

ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିଶମ ମକ୍ ଡ୍ରିଲ୍ ଅନୁଷ୍ଠିତ : ଜରୁରୀକାଳୀନ ସ୍ଥିତିର ମୁକାବିଲା ପାଇଁ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ଅଗ୍ନିଶମ ନିରାପତ୍ତା ସଚେତନତା ଓ ମକ୍ ଡ୍ରିଲ୍ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ଅଗ୍ନିକାଣ୍ଡ ଭଳି ଜରୁରୀକାଳୀନ ପରିସ୍ଥିତିର ସଫଳ ମୁକାବିଲା କରିବା ଏବଂ ରୋଗୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା…