ଗ୍ୟାସ ସିଲିଣ୍ଡର ରଖି ଗ୍ରାମବାସୀଙ୍କ ରାସ୍ତା ଅବରୋଧ, ପ୍ରଶାସନର ହସ୍ତକ୍ଷେପ ପରେ ହଟିଲା ଅବରୋଧ
ନୟାଗଡ଼,୨୭/୦୩(ନିସର୍ତ୍ତ): ଗ୍ୟାସ ସିଲିଣ୍ଡର ରଖି ରାସ୍ତା ଅବରୋଧ କଲେ ଗ୍ରାମବାସୀ । ଖୋର୍ଦ୍ଧା, ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଯାତାୟତ ସମ୍ପୂର୍ଣ୍ଣ ଠପ ହୋଇଯାଇଥିଲା ଏଥି ସହିତ ଅଟକି ରହିଥିଲା ଶହ ଶହ ଗାଡ଼ି । ସୂଚନା ଅନୁସାରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ବିନୋଦପଡ଼ା!-->…