ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ ତାଲିମ ପ୍ରଦାନ କାର୍ଯ୍ୟକ୍ରମ
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଓଡ଼ଗାଁ ଏନଏସିର ପିଏମଶ୍ରୀ ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ ପ୍ରସ୍ତୁତି ସମ୍ପର୍କିତ ତାଲିମ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ପିଏମଶ୍ରୀ ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ!-->…