ବ୍ଲକସ୍ତରୀୟ କଳାକାର ସମାବେଶ ନିମନ୍ତେ ପ୍ରସ୍ତୁତି ବୈଠକ
ଗୋବରା (ବେଲଗୁଣ୍ଠା) : କଳା ଓ କଳାକାର ହିତୈଷୀ ମହାମଞ୍ଚ "ବେଲଗୁଣ୍ଠା ବ୍ଲକ ବରିଷ୍ଠ କଳାକାର ସଂଘ" ପକ୍ଷରୁ ଏକ କଳାକାର ସମାବେଶ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ସଭାପତି ସୁରେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସମ୍ପାଦକ!-->…