ଆସାମରେ ମୋଦୀଙ୍କ ମାରାଥନ ପ୍ରଚାର
କୋଲକାତା: ବିଧାନସଭା ନିର୍ବାଚନକୁ ନେଇ ଦେଶରେ ରାଜନୀତି ଚଳଚଞ୍ଚଳ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଆସାମରେ ମାରାଥନ ପ୍ରଚାର କରିଛନ୍ତି। ମୋଦୀ ଆସାମରେ ସୋମବାର ତିନିଟି ନିର୍ବାଚନ ରାଲିକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି, ଆସାମର ପ୍ରତି ଜିଲ୍ଲା!-->…