ଭିସା ପାଇଁ ବିଦେଶୀ ନାଗରିକଙ୍କୁ ଆଉ ଦେବାକୁ ପଡିବନି ଜୋରିମାନା
ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁଁ ଭାରତ ଗତକାଲି ପ୍ରଭାବିତ ବିଦେଶୀ ନାଗରିକଙ୍କ ଭିସାକୁ ୩୦ ଦିନ ପାଇଁ ବୃଦ୍ଧି କରିଛି । ଏଥିସହିତ ବିଦେଶୀ ନାଗରିକ ଅଧିକ ସମୟ ରହିବା ପାଇଁ ଜୋରିମାନା ଛାଡ଼ ଘୋଷଣା କରାଯାଇଛି ।
ସୂଚନାନୁଯାୟୀ, ଗତକାଲି ସନ୍ଧ୍ୟାରେ!-->!-->!-->…