ଗ୍ୟାସ ସଙ୍କଟ ଆଶଙ୍କା: ଏସମା ଲାଗୁ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ଦେଶରେ ଏଲପିଜି ସଙ୍କଟ ଚିନ୍ତା ବଢାଇବା ପରେ ଏଲପିଜି ଯୋଗାଣ ପାଇଁ ଏସମା ଲାଗୁ । ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଶେଷ ନେଇ ଅନିଶ୍ଚିତତା ଦେଖାଯାଇଥିବାରୁ ଭବିଷ୍ୟତରେ ରୋଷେଇ ଗ୍ୟାସର ଅଭାବ ଉତ୍କଟ ହେବା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର!-->…