ମଧ୍ୟପ୍ରାଚ୍ୟ ମହାଯୁଦ୍ଧ ପ୍ରଭାବରେ ଇନ୍ଧନ ଗ୍ୟାସର ଅଭାବ, ଆଗକୁ ବନ୍ଦ ହେବ ହୋଟେଲ ଓ ରେଷ୍ଟୁରାଣ୍ଟ !
ଭୁବନେଶ୍ବର: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଇନ୍ଧନ ଗ୍ୟାସର ଅଭାବ। ଦୁଇ ଦିନ ମଧ୍ୟରେ ଭୁବନେଶ୍ୱରରେ ହୋଟେଲ ଓ ରେଷ୍ଟୁରାଣ୍ଟ ବନ୍ଦ ଆରମ୍ଭ ହେବ । ଏଭଳି କିଛି ଆଶଙ୍କା କଲେଣି ଭୁବନେଶ୍ବର ହୋଟେଲ ଏବଂ ରେଷ୍ଟୁରାଣ୍ଟ ଆସୋସିଏସନ୍ । ବର୍ତ୍ତମାନ ପ୍ରାୟ ୨୦ ପ୍ରତିଶତ କମର୍ସିଆଲ ଗ୍ୟାସ!-->…