ଓଡ଼ଗାଁ ଶ୍ରୀରାମ ନବମୀ ଯାତ୍ରା ପ୍ରସ୍ତୁତି ବୈଠକ : ମନ୍ଦିର ରାସ୍ତାରେ ଆମିଷ ବିକ୍ରୟ ନିଷେଧ ଏବଂ ଟ୍ରାଫିକ ନିୟନ୍ତ୍ରଣ…
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଠାରେ ବିଜେ ସ୍ଵର୍ଣ୍ଣ କଳସ କ୍ଷେତ୍ର ଶ୍ରୀ ରଘୁନାଥ ଜୀଉଙ୍କ ଶ୍ରୀରାମ ନବମୀ ଯାତ୍ରା ତଥା ନବଦିନ ସନ୍ଧ୍ୟାବେଶ ପାଇଁ ପ୍ରାକ୍ ପ୍ରସ୍ତୁତି ବୈଠକ ସ୍ଥାନୀୟ ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।ଦେବୋତ୍ତର କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ନୟାଗଡ଼ ଉପ!-->…