ଜାଲିଆତି କରି ୪.୯୭ କୋଟି ଉଠାଇଲେ ଅବସରପ୍ରାପ୍ତ ଶିକ୍ଷକ
ଯାଜପୁର : କୋରାଇ ବିଇଓଙ୍କ ଅଫିସରେ ୫ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗ । ଜାଲିଆତି କରି ୪.୯୭ କୋଟି ଉଠାଇଛନ୍ତି ଅବସରପ୍ରାପ୍ତ ଶିକ୍ଷକ । ଅଡ଼ିଟ୍ ରିପୋର୍ଟରେ ଦୁର୍ନୀତି ସ୍ପଷ୍ଟ ଜଣାପଡିବା ପରେ ଯାଜପୁର ଜିଲ୍ଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଶିକ୍ଷା ବିଭାଗର ସଚିବ ।!-->…