ଖେମିନିଙ୍କ ହତ୍ୟାର ପ୍ରତିଶୋଧ ପାଇଁ ରକ୍ତମୁଖା ଇରାନ: ୩ ଦିନରେ ଇରାନରେ ୫୫୫ ଜଣଙ୍କ ମୃତ୍ୟୁ

ତେହେରାନ/ୱାସିଂଟନ/ତେଲ୍‌ଅଭିଭ୍: ମଧ୍ୟପ୍ରାଚ୍ୟ ଯୁଦ୍ଧ ଅତି ଭୟଙ୍କର ରୂପ ନେଇଛି। ଇରାନ ଏହାର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖେମିନିଙ୍କ ହତ୍ୟାର ପ୍ରତିଶୋଧ ନେବାପାଇଁ ଯାଜନା କରୁଛି। ଖେମିନିଙ୍କ ହତ୍ୟାର ପ୍ରତିଶୋଧ ନେବାପାଇଁ ଏହା ଦୃଢ଼ ସଂକଳ୍ପ ନେଇଛି। ଏଥିପାଇଁ ଇରାନ ଆଜି ଇସ୍ରାଏଲ…

ଦୋହଲିଗଲା ଷ୍ଟକ୍‌ ବଜାର: ସେନ୍‌ସେକ୍ସ ୧୦୪୮ ପଏଣ୍ଟ୍‌ ଖସିଲା, ଆମେରିକାରୁ ପାକିସ୍ତାନ ପର୍ଯ୍ୟନ୍ତ ପ୍ରଭାବ

ମୁମ୍ବାଇ: ଇରାନ ଉପରେ ଆମେରିକା-ଇସ୍ରାଏଲ୍‌ର ଆକ୍ରମଣ ପ୍ରଭାବରେ ସୋମବାର ସମଗ୍ର ଏସିଆର ଷ୍ଟକ୍‌ ବଜାର ଦୋହଲିଯାଇଛି। ଭାରତଠାରୁ ଆରମ୍ଭ କରି ପାକିସ୍ତାନ ପର୍ଯ୍ୟନ୍ତ ଚାରିଆଡ଼େ ଯୁଦ୍ଧର ତାତି ଅନୁଭୂତ ହୋଇଛି। ନିବେଶକମାନେ ସେୟାର ବିକ୍ରି କରିବାରୁ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍‌ସେକ୍ସ…

ଗାନ୍ଧୀମାର୍ଗରେ ମହାନଦୀ ସତ୍ୟାଗ୍ରହ: ‘ପିକନିକରେ ଯାଇଥିଲା ଟ୍ରିବୁନାଲ’ କହିଲା ମହାନଦୀ ବଞ୍ଚାଅ ଆନ୍ଦୋଳନ

ଭୁବନେଶ୍ୱର: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ମହାନଦୀ ବଞ୍ଚାଅ ଆନ୍ଦୋଳନ ଟ୍ରିବୁନାଲଙ୍କ ପାରିବାରିକ ବିଳାସମୟ ପିକନିକ ଗସ୍ତକୁ ବିରୋଧ କରି ଦିନ ତମାମ ସତ୍ୟାଗ୍ରହ କରିଥଲା l ଆବାହକ ସୁଦର୍ଶନ ଦାସଙ୍କ ଡାକରାରେ ବିଭିନ୍ନ ରାଜନୈତିକ ଦଳର ନେତୃବର୍ଗ, ବୁଦ୍ଧିଜୀବୀ ଯୋଗ ଦେଇ ଟ୍ରିବୁନାଲ ଓ…

ଦୋଳପୂର୍ଣ୍ଣିମାରେ କେତୁଗ୍ରସ୍ତ ଚନ୍ଦ୍ରଗ୍ରହଣ:ଜାଣନ୍ତୁ କିପରି କରିବେ ପାଳନ ?

ଭୁବନେଶ୍ବର: ମଙ୍ଗଳବାର ଦୋଳପୂର୍ଣ୍ଣିମା ଦିନ ସଂପୂର୍ଣ୍ଣ କେତୁଗ୍ରସ୍ତ ଗ୍ରସ୍ତୋଦୟ ଚନ୍ଦ୍ରଗ୍ରହଣ ଅନୁଷ୍ଠିତ ହେଉଛି। ଏହା ଓଡ଼ିଶା ତଥା ଭାରତକୁ ଆଂଶିକ ଦୃଶ୍ୟ ହେବ। ଆଂଶିକ ଗ୍ରହଣ ଆରମ୍ଭ ଦିବା ୩ଟା ୨୦ରେ ଓ ସଂପୂର୍ଣ୍ଣ ଗ୍ରହଣ ଆରମ୍ଭ ଦିବା ୪ଟା ୩୪ରେ ହେଉଥିବା ବେଳେ ଦିନବେଳା ହେତୁ ଏହା…

ଇରାନ ଯୁଦ୍ଧ ପାଇଁ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ବନ୍ଦ

ନୂଆଦିଲ୍ଲୀ: ଶନିବାର ଉପସାଗରୀୟ ଆରବ ରାଷ୍ଟ୍ରଗୁଡ଼ିକରେ ଇରାନ କ୍ଷେପଣାସ୍ତ୍ର ଆକ୍ରମଣ ପରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ଅନ୍ତର୍ଜାତୀୟ ହବ୍ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ଅନିର୍ଦ୍ଦିଷ୍ଟ କାଳ ପାଇଁ ସମସ୍ତ ବିମାନ ଚଳାଚଳକୁ ସ୍ଥଗିତ ରଖିଛି। ଦୁବାଇ ବିମାନବନ୍ଦର କର୍ତ୍ତୃପକ୍ଷ…

ପ୍ରକାଶ ପାଇଲା ଅଜିତ ପୱାରଙ୍କ ବିମାନ ଦୁର୍ଘଟଣାର ପ୍ରାରମ୍ଭିକ ରିପୋର୍ଟ

ମୁମ୍ବାଇ : ଏନ୍‌ସିପି ନେତା ତଥା ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କର ଗତ ଜାନୁଆରୀ ୨୮ରେ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଏହା ଏକ ଦୁର୍ଘଟଣା ଥିଲେ ସୁଦ୍ଧା ସେତେବେଳେ ଏହାକୁ ନେଇ ରାଜନୈତିକ ମହଲରେ ଦ୍ବନ୍ଦ୍ବ ଉପୁଜିଥିଲା। ବିମାନ ଦୁର୍ଘଟଣା ଏକ ଷଡଯନ୍ତ୍ର ଥିଲା…

କାକିନାଡାରେ ବାଣ ବିସ୍ଫୋରଣ : ୨୧ ମୃତ

କାକିନାଡା: ଆନ୍ଧ୍ର ପ୍ରଦେଶର କାକିନାଡା ଜିଲ୍ଲାରେ ଆଜି ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୨୧ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣଟି ଅପରାହ୍ନ ସମୟରେ ସମରଲକୋଟା ମଣ୍ଡଳ ଅନ୍ତର୍ଗତ ୱେଟଲାପାଲେମରେ ଗୋଦାବରୀ…

ଇରାନ୍‌ରେ ଫଶିଛନ୍ତି ଭାରତୀୟ ଛାତ୍ରୀ; ଉଦ୍ଧାର କରିବାକୁ ଗୁହାରୀ

ତେହେରାନ: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ଏହି ଆକ୍ରମଣ ଇରାନ ସହରରେ ଅନେକ ଧ୍ୱଂସ ସୃଷ୍ଟି କରୁଛି। ଏହି ସମୟରେ, ଯୁଦ୍ଧ ପ୍ରଭାବିତ ଅଞ୍ଚଳରେ ଅନେକ ଭାରତୀୟ ଛାତ୍ର ଫସି ରହିଛନ୍ତି। ସପ୍ତାହେ ପୂର୍ବରୁ ଇରାନରେ ଥିବା ଭାରତୀୟ ଦୂତାବାସ…

ଏଚପିଭି ଟୀକାକରଣ ଅଭିଯାନ ଆରମ୍ଭ; ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ଜରାୟୁ କର୍କଟରୁ ମୁକ୍ତ ହେବେ ଦେଶର ଝିଅ । ସର୍ଭାଇକଲ କ୍ୟାନସରରୁ ସୁରକ୍ଷିତ ରଖିବା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ଐତିହାସିକ ପଦକ୍ଷେପ । ରାଜସ୍ଥାମର ଆଜମେର ଠାରେ ଦେଶବ୍ୟାପୀ ଏଚପିଭି ଟୀକାକରଣର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି…

ବିକାଶ ମନ୍ଥନ ୧.୦: ଗଭର୍ଣ୍ଣାନ୍‌ସ ଇନ୍‌ ଆକ୍ସନ୍ ଉଦ୍‌ଯାପିତ : ୨୦ ମାସରେ ବିକାଶର ସବୁ କ୍ଷେତ୍ରରେ ଆମେ ପରିବର୍ତ୍ତନ…

ଭୁବନେଶ୍ୱର : ଗତ ୨୦ ମାସ ଧରି ରାଜ୍ୟ ସରକାର “ବିକଶିତ ଓଡ଼ିଶା- ବିକଶିତ ଭାରତ” ଦୃଷ୍ଟିକୋଣକୁ ଅର୍ଥନୈତିକ ଅଭିବୃଦ୍ଧି, ସାମାଜିକ ପରିବର୍ତ୍ତନ, ଭିତ୍ତିଭୂମି ସଂପ୍ରସାରଣ ଓ ସାଂସ୍କୃତିକ ପୁନରୁତ୍ଥାନ ମାଧ୍ୟମରେ ରୂପାୟନ କରିବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ…