DGCAର ନୂଆ ନିୟମ, ଟିକେଟ୍ କ୍ୟାନସଲ୍ କଲେ ମିଳିବ ପୂରା ରିଫଣ୍ଡ

ନୂଆଦିଲ୍ଲୀ : ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ଟିକେଟ୍ କ୍ୟାନ୍ସଲ୍ କଲେ ମିଳିବ ପୂରା ଟଙ୍କା । DGCA ଜାରି କଲା ନୂଆ ନିୟମ । ୪୮ ଘଣ୍ଟା ମଧ୍ୟରେ ଫ୍ରି କ୍ୟାନ୍ସଲ୍ । ୭ ଦିନରେ ମିଳିବ ରିଫଣ୍ଡ୍ । ଟିକେଟ୍ ବାତିଲ୍ ପାଇଁ ଆଉ ଦେବାକୁ ପଡ଼ିବନି ଅଧିକ ଚାର୍ଜ । ଭାରତୀୟ ବିମାନ…

ସୁନେତ୍ରା ପାୱର ହେଲେ ଏନସିପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ମହାରାଷ୍ଟ୍ର : ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ତଥା ଦିବଂଗତ ନେତା ଅଜିତ ପାୱରଙ୍କ ପତ୍ନୀ ସୁନେତ୍ର ପାୱରଙ୍କୁ ଏନସିପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଏହି ନିଷ୍ପତ୍ତି ପାର୍ଟିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଅଧିବେସନ…

ମାଲିକ ଘରେ ନକଲି ଇଡି ଚଢାଉ କଲା ଚାକରାଣୀ

ନୂଆଦିଲ୍ଲୀ : ଦିଲ୍ଲୀର ନ୍ୟୁ ଫ୍ରେଣ୍ଡସ୍ କଲୋନି ଅଞ୍ଚଳରେ ଏକ ଅଜବ ଘଟଣା । ଜଣେ ଚାକରାଣୀ ତାଙ୍କ ମାଲିକଙ୍କ ଘରେ ଏକ ନକଲି ED ଚଢାଉ କରିଛି । ଦିଲ୍ଲୀ ପୋଲିସ ଚାକରାଣୀ ଏବଂ ତାଙ୍କ ସହଯୋଗୀମାନଙ୍କୁ ଗିରଫ କରିଛି । ପୋଲିସ ପୋଷାକ, ଦାମୀ ଘରୋଇ ଜିନିଷପତ୍ର ଏବଂ ଅସ୍ତ୍ରଶସ୍ତ୍ର ଉଦ୍ଧାର…

ପ୍ରଥମ ବିଶ୍ୱନେତା ଭାବେ ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପ୍ରଥମ ବିଶ୍ୱନେତା ଭାବେ ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି । ଇନଷ୍ଟାଗ୍ରାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେକର୍ଡ । ଅତିକ୍ରମ କଲେ ୧୦୦ ମିଲିୟନ ଫଲୋଅର୍ସ । ଇନଷ୍ଟାରେ ସବୁଠୁ ଲୋକପ୍ରିୟ ନେତା ଭାବେ ସେ ରେକର୍ଡ ପ୍ରତିଷ୍ଠା କରିଛନ୍ତି । ୨୦୧୪ରେ…

NCERT ବହି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: NCERT ବହି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ! । “ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ବଡ଼ ଷଡ଼ଯନ୍ତ୍ର ବୋଲି କଡ଼ା ମତ ରଖିଲେ ସୁପ୍ରିମକୋର୍ଟ । ଏହାସହ ଶିକ୍ଷା ବିଭାଗ ଓ NCERT ନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ୍ ହୋଇଛି । ନ୍ୟାୟପାଳିକା ବିରୋଧରେ ଅପପ୍ରଚାର…

ନୂଆଦିଲ୍ଲୀରେ ନିର୍ମାଣ ହେବ ନୂଆ ଓଡ଼ିଶା ଭବନ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ନିର୍ମାଣ ହେବ ନୂଆ ଓଡ଼ିଶା ଭବନ । ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଳିଙ୍ଗ ଶୈଳୀରେ ନିର୍ମିତ ହେବ ନୂଆ ‘ଓଡ଼ିଶା ଭବନ’ । ଚାଣକ୍ୟପୁରୀସ୍ଥିତ କୌଟିଲ୍ୟ ମାର୍ଗଠାରେ ନୂତନ ଓଡ଼ିଶା ଭବନର ହେଲା ଶିଳାନ୍ୟାସ । ପୂର୍ବରୁ ଥିବା…

ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ବିହାର: ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି । ଅଭିଯୁକ୍ତ ପ୍ରେମିକ ଫେରାର। ବିହାର ବକସର ସହରରେ ଘଟିଛି ଏଭଳି ଅଘଟଣ । ମଙ୍ଗଳବାର ଏକ ବିବାହ ଉତ୍ସବ ଆୟୋଜିତ ହେଉଥିବାବେଳେ ଜଣେ ବ୍ୟକ୍ତି ହଠାତ ମଣ୍ଡପ ଉପରକୁ ଆସି କନ୍ୟାକୁ ଗୁଳି ଚଳାଇଥିବା ଜଣାପଡିଛି । କନ୍ୟାର ପେଟରେ ଗୁଳି ବାଜିଛି ।…

ଇସ୍ରାଏଲ ସଂସଦରେ ଆତଙ୍କବାଦ ବିରୋଧରେ ଗର୍ଜିଲେ ମୋଦି

ନୂଆଦିଲ୍ଲୀ: ଇସ୍ରାଏଲ ସଂସଦରେ ଆତଙ୍କବାଦ ବିରୋଧରେ ଗର୍ଜିଲେ ମୋଦି । ଇସ୍ରାଏଲକୁ ଦେଲେ ବନ୍ଧୁତାର ବର୍ତ୍ତା । କହିଲେ ଭାରତ-ଇସ୍ରାଏଲର ଐତିହାସିକ ସଂପର୍କ କଥା । ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗସ୍ତର ପ୍ରଥମ ଦିନ ଇସ୍ରାଏଲ ସଂସଦକୁ…

ଟିପିଏସ୍ଓଡିଏଲ୍ ତରଫରୁ ଜୟପୁରଠାରେ ହ୍ୟାଣ୍ଡସ-ଅନ୍ ଟେକ୍ନିକାଲ ଟ୍ରେନିଂ ସେଣ୍ଟର ଉଦଘାଟିତ

ଦକ୍ଷତା ବୃଦ୍ଧି ଏବଂ “ମିଶନ ଜିରୋ ହାର୍ମ” ଲକ୍ଷ୍ୟ ବ୍ରହ୍ମପୁର, ଫେବୃଆରୀ : ନିରାପତ୍ତା, ଦକ୍ଷତା ବୃଦ୍ଧି ଏବଂ କୌଶଳର ବିକାଶ ପ୍ରତି ଥିବା ପ୍ରତିବଦ୍ଧତାକୁ ତ୍ୱରାନ୍ୱିତ କରି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏସ୍ଓଡିଏଲ୍) କୋରାପୁଟ ଜିଲ୍ଲାର ଜୟପୁରଠାରେ…

ନକ୍ସଲ ସ୍ମାରକୀକୁ ଭାଙ୍ଗି ଶାନ୍ତି ଓ ବିକାଶର ଏକ ନୂତନ ଅଧ୍ୟାୟ ଗଢ଼ିଛନ୍ତି ଗ୍ରାମବାସୀ

ମାଲକାନଗିରି : ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳ ସମେତ କାଲିମେଳା, ମାଥିଲି ଓ ଖଇରପୁଟ ଭଳି ଦୁର୍ଗମ ଅଞ୍ଚଳରୁ ଏକ ହୃଦୟସ୍ପର୍ଶୀ ଖବର ସାମ୍ନାକୁ ଆସିଛି। ଏହି ଅଞ୍ଚଳର ଗ୍ରାମବାସୀମାନେ ବେଆଇନଭାବେ ସିପିଆଇ (ମାଓବାଦୀ) ଙ୍କ ଦ୍ୱାରା ନିର୍ମିତ ପ୍ରାୟ ୨୦ଟି ମାଓ ସ୍ମାରକୀକୁ ଭାଙ୍ଗି…