ବାଲିଯାତ୍ରା ପାଇଁ ୧୩ରୁ ପ୍ଲଟ ନିଲାମୀ ପ୍ରକ୍ରିୟା ଆରମ୍ଭ
କଟକ: ଐତିହାସିକ କଟକ ବାଲିଯାତ୍ରା-୨୦୨୫ରେ ଷ୍ଟଲ ଖୋଲିବା ନିମନ୍ତେ ପ୍ଲଟ ପଞ୍ଜିକରଣ ପ୍ରକ୍ରିୟା ଜାରି ରହିଛି। ଏହା ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ୧୩ ତାରିଖର ପ୍ଲଟ ନିଲାମୀ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବର୍ତ୍ତମାନ ଉଭୟ!-->!-->!-->…