ବଳକା ପଦବୀ ପୂରଣ ଦାବି, ରାଜରାସ୍ତାରେ କନିଷ୍ଠ ଶିକ୍ଷକ ଆଶାୟୀ
ଭୁବନେଶ୍ୱର: ରାଜରାସ୍ତାରେ କନିଷ୍ଠ ଶିକ୍ଷକ ଆଶାୟୀ । ଦ୍ବିତୀୟ ମେରିଟ୍ ଲିଷ୍ଟ ବାହାର କରିବା ସହ ବଳକା ପଦବୀ ପୂରଣ କରିବାକୁ ଦାବି କରୁଛନ୍ତି ଆଶାୟୀ । ୨୦୨୩ ରେ ରାଜ୍ୟ ସରକାରଙ୍କ ପକ୍ଷରୁ, ୨ ହଜାର କନିଷ୍ଠ ଶିକ୍ଷକ ପଦ ପାଇଁ ବାହାରିଥିଲା ନୋଟିଫିକେସନ । ପୂରଣ ହେଲା ପ୍ରାୟ ୧୩ ଶହ!-->…