ବିଜେପି ଘୋଡା ବେପାରରେ ସଫଳ ହେବନି, ଆମେ ଘୋଡା ବେପାର କରୁନଥିଲୁ
ଭୁବନେଶ୍ବର ୨୨।୨: ରାଜ୍ୟସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ତାରିଖ ଘୋଷଣା ସହ ଓଡ଼ିଶା ରାଜନୀତିକୁ ସରଗରମ କଲାଣି ରାଜ୍ୟସଭା ନିର୍ବାଚନ । ଚତୁର୍ଥ ଆସନକୁ ନେଇ ଏବେବି ସସ୍ପେନ୍ସ ଜାରି ରହିଛି । ଏହାରି ଭିତରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ଯୋଗେଶ ସିଂ । ସେ କହିଛନ୍ତି,!-->…