ବାଲ୍ୟ ବିବାହ ରୋକିଲା ଶିଶୁ ସୁରକ୍ଷା ବିଭାଗ…
ମାଲକାନଗିରି : ମାଲକାନଗିରି ଜିଲ୍ଲା ଓରକେଲ ଥାନା ଅନ୍ତର୍ଗତ ଚିତାପାରି-୩ ପଞ୍ଚାୟତର ଚିତାପାରି-୧ ଗ୍ରାମରେ ବାଲ୍ୟ ବିବାହ ରୋକିଛି ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ, ନାବାଳିକା ଙ୍କୁ ଉଦ୍ଧାର ସହ ଥାନାରେ ଅଭିଯୋଗ ପ୍ରଦାନ। ମିଳିଥିବା ସୂଚନା ଅନୁଯାୟୀ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଅଧିକାରୀ!-->…