୩ ଲକ୍ଷ ୧୦ ହଜାର କୋଟିର ବଜେଟ୍; ଜାଣନ୍ତୁ କେଉଁ ବିଭାଗ ପାଇଁ କେତେ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରିଛନ୍ତି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ପ୍ରଶାସନିକ ଖର୍ଚ୍ଚ ପାଇଁ!-->…