ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଆଜି ଶଙ୍ଖ ଭବନ ଠାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ, ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାମାନଙ୍କୁ ଭେଟିଥିଲେ । ଏହି ଅବସରରେ ଉଦ୍ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ ହେଉଛି ଓଡ଼ିଶାର କୋଟି କୋଟି ମା’ ମାନଙ୍କର ନିଜ ଦଳ। ଗତ ୨୭ ବର୍ଷର!-->…