ଜଗତପୁର ପାଗାରେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି, ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ
କଟକ: କଟକ ଜଗତପୁର ପାଗାରେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି । SCBରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲି ବିସ୍ଫୋରଣରେ ମାଆ ଓ କୁନି ଝିଅର ମୃତ୍ୟୁ ହୋଇଥିଲା । ଜଗତପୁର ପାଗା ମହାଜନପୁରରେ ଘଟିଥିଲା ବିସ୍ଫୋରଣ । ଘରେ ବାଣ ଭିଡ଼ିବା ବେଳେ!-->…