ବାଚସ୍ପତିଙ୍କ ସମେତ ୪୨ ଜଣ ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍
ପାଟନା: ବିହାର ବିଧାନସଭାରୁ ଏକ ବଡ ଖବର ସାମ୍ନାକୁ ଆସିଛି । ପାଟନା ହାଇକୋର୍ଟ ବିହାର ବିଧାନସଭା ବାଚସ୍ପତିଙ୍କ ସମେତ ୪୨ ଜଣ ବିଧାୟକଙ୍କୁ ନୋଟିସ୍ ଜାରି କରିଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗରେ ଏହି ନୋଟିସ୍ ଜାରି କରାଯାଇଛି। ହାଇକୋର୍ଟରେ ପରାଜିତ!-->…