୩୧ ନୂଆ ଜିଲ୍ଲା ପାଇଁ ପ୍ରସ୍ତାବ
ଭୁବନେଶ୍ବର : ରାଜ୍ୟରେ ଆଉ ୩୧ଟି ନୂଆ ଜିଲ୍ଲା ପାଇଁ ସରକାରଙ୍କ ନିକଟକୁ ପ୍ରସ୍ତାବ ଦିଆଯାଇଛି। ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।
ବିଧାନସଭାରେ ବିଧାୟକ ବିଜୟ ଦଳବେହେରାଙ୍କ ଅଣତାରକା ପ୍ରଶ୍ନରେ ଲିଖିତ ଉତ୍ତର ରଖି ବଡ଼ ସୂଚନା ଦେଇଛନ୍ତି!-->!-->!-->…