ସୁଦୃଢ଼ ହେବ ରାଜ୍ୟର ଅର୍ଥନୀତି, ଭୁବନେଶ୍ୱରର ହେବ ଆଇଟି ହବ୍
ଭୁବନେଶ୍ବର: ଆହୁରି ସୁଦୃଢ଼ ହେବ ରାଜ୍ୟର ଅର୍ଥନୀତି । ଭୁବନେଶ୍ୱରର ହେବ ଆଇଟି ହବ । କଟକ, ଭୁବନେଶ୍ୱର, ପୁରୀ, ପାରାଦୀପ କୁ ନେଇ ପ୍ରସ୍ତୁତ ହେଉଛି ଏକୋନମି ରିଜିୟନ୍ । କେନ୍ଦ୍ର ସରକାରଙ୍କ ବଜେଟରେ ଏହାକୁ ସ୍ଥାନ ଦିଆଯାଇଛି । ଓଡ଼ିଶାକୁ ଆର୍ଥିକ ସ୍ତରରେ ଅଧିକ ସୁଦୃଢ କରିବ । ଏଥିପାଇଁ!-->…