ଏପ୍ରିଲ ୨୨ରେ ଖୋଲିବ ବାବା କେଦାରନାଥଙ୍କ କପାଟ
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡ ସ୍ଥିତ ପ୍ରସିଦ୍ଧ କେଦାନରନାଥ ମନ୍ଦିର କପାଟ ଆସନ୍ତା ଏପ୍ରିଲ ୨୨ରେ ବୃଷ ଲଗ୍ନରେ ଖୋଲିବ । ଏହାର ଘୋଷଣା ଶୀତକାଳୀନ ଗଦ୍ଦିସ୍ଥଳ ଓମକାରେଶ୍ବର ମନ୍ଦିରରେ ବିଧିବିଧାନ ସହିତ ହୋଇଛି । ଘୋଷଣା ପରେ ଭକ୍ତଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।
ମନ୍ଦିର!-->!-->!-->…