ଜାଗର ପାଇଁ ବାବା ଲୋକନାଥଙ୍କ ପୀଠରେ ସ୍ବତନ୍ତ୍ର ନୀତିକାନ୍ତ
ପୁରୀ: ମହାଶିବରାତ୍ରି ପାଇଁ ପୁରୀର ବାବା ଲୋକନାଥଙ୍କ ପୀଠ ଚଳଚଞ୍ଚଳ । ରାତି ୧୨ଟା ୩୦ରୁ ଦ୍ବାର ଫିଟାଯାଇ ସ୍ବତନ୍ତ୍ର ନୀତିକାନ୍ତ କରାଯାଇଛି । ଭୋର ୫ଟାରୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । ରାତି ୩ଟାରେ ହରିହର ଭେଟ, ଭୋଗ ସମ୍ପନ୍ନ ପରେ ବଡ଼ସିଂହାର ବେଶ କରାଯାଇ ଭୋର ୪ ଟାରେ ମହାଦୀପ!-->…