ପାଟନା ସିଭିଲ କୋର୍ଟକୁ ବୋମା ଧମକ
ପାଟନା : ବିହାର ପାଟନା ସିଭିଲ କୋର୍ଟକୁ ବୋମାରେ ଉଡ଼ାଇବାକୁ ଧମକ । ବୋମା ଧମକ ମିଳିବା ପରେ ଚାରିଆଡେ ଭୟର ବାତାବରଣ ଦେଖାଦେଇଥିଲା । ସୂଚନା ମିଳିବା ପରେ ସୁରକ୍ଷା ଦୃଷ୍ଟିରୁ କୋର୍ଟ ପରିସରକୁ ଖାଲିକରିଦିଆଯାଇଥିଲା । କୋର୍ଟରେ ଥିବା ସୁରକ୍ଷାକର୍ମୀ କୋର୍ଟ ଗେଟ୍ ବନ୍ଦ କରିବା ସହିତ!-->…