ରାଜସୁନାଖଳା ଫୁଟବଲ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ମ୍ୟାଚ : ଟ୍ରାଏ ବ୍ରେକରେ ବଜରଙ୍ଗବଲି କ୍ଲବ ଘାଟିକିଆ ବିଜୟୀ
ନୟାଗଡ଼,୧୧/୦୨(ନିସର୍ତ୍ତ): ନୟାଗଡ ଜିଲ୍ଲା ରଣପୁର ବ୍ଲକ୍ ଅନ୍ତର୍ଗତ ରାଜସୁନାଖଳା ଫ୍ରେଣ୍ଡସ ସ୍ପୋର୍ଟସ କ୍ଲବ୍ ଆନୁକୂଲ୍ୟରେ ରାଜସୁନାଖଳା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ୨୨ତମ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ମ୍ୟାଚ କେରଙ୍ଗ ଏକାଦଶ ଓ ବଜରଙ୍ଗବଲି କ୍ଲବ୍ ଘାଟିକିଆ!-->…