ବିଜେପି ହାତ ଧରିବେ ୟୁନାଇଟେଡ୍ ଡେମୋକ୍ରାଟିକ ପାର୍ଟିର ୯ ବିଧାୟକ !

ଶିଲଂ: ମେଘାଳୟ ରାଜନୀତିରେ ଏବେ ଏକ ବଡ଼ ଧରଣର ପରିବର୍ତ୍ତନ ହେବାର ଆଭାସ ମିଳିଛି । ରାଜ୍ୟର ପ୍ରମୁଖ ଆଞ୍ଚଳିକ ଦଳ ‘ୟୁନାଇଟେଡ୍ ଡେମୋକ୍ରାଟିକ ପାର୍ଟି’ (ୟୁଡିପି)ର ମୋଟ ୧୨ ଜଣ ବିଧାୟକଙ୍କ ମଧ୍ୟରୁ ୯ ଜଣ ଖୁବଶୀଘ୍ର ଭାରତୀୟ ଜନତା ପାର୍ଟିରେ ସାମିଲ ହେବା ନେଇ ଜୋରଦାର ଚର୍ଚ୍ଚା ହେଉଛି…

ଆମେ ଆତ୍ମସମର୍ପଣ କରିବୁ ନାହିଁ, ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ତାର ସହ ଛିଡ଼ା ହେବୁ : ଇରାନ ରାଷ୍ଟ୍ରପତି

ତେହେରାନ: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଆଞ୍ଚଳିକ ଉତ୍ତେଜନା ମଧ୍ୟରେ ଇରାନ ରାଷ୍ଟ୍ରପତି ମସୁଦ ପେଜେସକିଆନ୍ ଆମେରିକା ସହ ହୋଇଥିବା ଶାନ୍ତି ବୁଝାମଣା ପତ୍ରକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ତେହେରାନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ସ୍ପଷ୍ଟ କରିଛନ୍ତି ଯେ ଏହି ଚୁକ୍ତି ଇରାନର…

ଆରକ୍ଷଣକୁ ନେଇ NDA ମେଣ୍ଟରେ ମତଭେଦ, ମୁହାଁମୁହିଁ ଦୁଇ ମନ୍ତ୍ରୀ, ପରସ୍ପରଙ୍କ ଇସ୍ତଫା ଦାବି…

ନୂଆଦିଲ୍ଲୀ: ଆରକ୍ଷଣ ନୀତିକୁ ନେଇ ଏନ୍‌ଡିଏ (NDA) ମେଣ୍ଟରେ ମତଭେଦ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ମୁଖ୍ୟ ଚିରାଗ ପାସୱାନ୍ ତାଙ୍କ କ୍ୟାବିନେଟ୍ ସହଯୋଗୀ ତଥା ହିନ୍ଦୁସ୍ତାନ ଆୱାମ୍ ମୋର୍ଚ୍ଚା (ସେକ୍ୟୁଲାର) ନେତା ଜିତନ ରାମ ମାଞ୍ଝୀଙ୍କ ଇସ୍ତଫା ଦାବି କରିଛନ୍ତି।…

କଂଗ୍ରେସ ନୁହେଁ OJCରୁ ଲଢିବେ ସୋଫିଆ ଫିର୍ଦ୍ଦୋସ !

ଭୁବନେଶ୍ୱର :କଂଗ୍ରେସ ନୁହେଁ, ଓଡ଼ିଶା ଜନତା କଂଗ୍ରେସରୁ ନିର୍ବାଚନ ଲଢ଼ିବେ କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ଆଜି ଏଭଳି ଏକ ମନ୍ତବ୍ୟ ଦେଇ କଟକ ରାଜନୀତିରେ ହଟଚମଟ ଖେଳାଇଛନ୍ତି ଓଡ଼ିଶା ଜନତା କଂଗ୍ରେସ ଅଧ୍ୟକ୍ଷ ତଥା ତାଙ୍କ ବାପା ମହମ୍ମଦ ମୋକିମ୍। ମୋକିମ୍ କହିଛନ୍ତି, ଆସନ୍ତା…

ହାତୀ ଘଉଡ଼ାଇବା ବେଳେ ଯୁବକଙ୍କୁ କଚାଡ଼ି ମାରିଲା

ପାଟଣା:କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ଖିରେଇଟାଙ୍ଗିରୀ ସେକ୍ସନର ଡାବରଚୁଆ ଗ୍ରାମ ଦୁଧିଆଚୁଆ ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଯୁବକ ଜଣକ ମଇଦାନକେଲ ପଞ୍ଚାୟତ ଅନ୍ତର୍ଗତ କେରୀ ଗ୍ରାମ ବଡ଼ପଶି ସାହିର ନୃସିଂହ ନାଏକଙ୍କ ନବଘନ ନାଏକ(୩୪) ବୋଲି…

କଡେଇ ଛକ ନିକଟରେ ଓଲଟିଲା ବସ୍, ୩୦ରୁ ଅଧିକ ଯାତ୍ରୀ ଆହତ

ଯାଜପୁର : ଭାରସାମ୍ୟ ହରାଇ ଓଲଟିଲା ବସ୍ । ୩୦ରୁ ଅଧିକ ଯାତ୍ରୀ ଆହତ । ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥର କଡେଇ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। ସୂଚନା ଅନୁଯାୟୀ, ଯଶୋଦା ନାମକ ଏହି ଘରୋଇ ବସ୍ ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା। ତେବେ ଛତିଆ ପରେ ପରେ କଡେଇ ଛକ…

୭ ଦିନ ବଢ଼ିଲା ଧାନ ପଞ୍ଜୀକରଣ ଅବଧି; ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଧାନ ପଞ୍ଜୀକରଣ ଅବଧି ଆଉ ୭ ଦିନ ବୃଦ୍ଧି କରାଯାଇଛି। ଆସନ୍ତାକାଲି ପଞ୍ଜୀକରଣର ଶେଷ ତାରିଖ ଥିବା ବେଳେ ଅନେକ ଚାଷୀ ବିଭିନ୍ନ କାରଣରୁ ପଞ୍ଜୀକରଣ କରିପାରୁନଥିବାରୁ ଏହି ଅବଧି ବଢ଼ାଯାଇଛି। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। …

ହୀରାକୁଦର ଦୀର୍ଘମିଆଦୀ ସୁରକ୍ଷାକୁ ନେଇ ଚିନ୍ତା; ଅତିରିକ୍ତ ସ୍ପିଲ୍‌ୱେ ପ୍ରକ୍ରିୟା ତ୍ୱରାନ୍ୱିତ

ସମ୍ବଲପୁର: ଚଳିତ ସପ୍ତାହରେ ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ଜଳପ୍ରଳୟ ପରେ ମହାନଦୀରେ ନିର୍ମିତ ଏସିଆର ଅନ୍ୟତମ ବୃହତ୍ତମ ମାଟିବନ୍ଧ ‘ହୀରାକୁଦ’ର ଦୀର୍ଘମିଆଦୀ ସୁରକ୍ଷାକୁ ନେଇ ପୁଣିଥରେ ଚିନ୍ତା ବଢ଼ିଛି। ଜଳବାୟୁ ପରିବର୍ତ୍ତନ ଯୋଗୁଁ ଯଦି ଦୈବାତ୍ ଜଳଭଣ୍ଡାର ଉପରେ ଅତ୍ୟଧିକ ଜଳଚାପ…

ଟଙ୍କା ପାଇଁ ବାପାଙ୍କୁ ଠେଙ୍ଗାରେ ପିଟି ମାରିଦେଲା ପୁଅ

ବାଙ୍ଗିରିପୋଷି : ଟଙ୍କା ଆଗରେ ଫିକା ପଡ଼ିଲା ରକ୍ତ ସମ୍ପର୍କ । ଟଙ୍କା ନଦେବାରୁ ବାପାଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲା ପୁଅ ! ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ପଥୁରୀ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ମୃତକ ବାପା ସାର…

ପତ୍ନୀ ଓ ସନ୍ତାନଙ୍କୁ ଭରଣପୋଷଣ ନଦେଲେ ସରକାରୀ କର୍ମଚାରୀଙ୍କ ଦରମା କାଟ୍

​ଭୁବନେଶ୍ୱର : ପତ୍ନୀ-ପିଲାଙ୍କୁ ଭରଣପୋଷଣ କିମ୍ବା ଛାଡ଼ପତ୍ର ସହାୟତା ଖର୍ଚ୍ଚ ନଦେଲେ କଟିବ ସରକାରୀ କର୍ମଚାରୀଙ୍କ ଦରମା । ​କର୍ମଚାରୀଙ୍କ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ଦେଲେ କଡ଼ା ନିର୍ଦ୍ଦେଶ। କୋର୍ଟ ନିର୍ଦ୍ଦେଶ ସତ୍ତ୍ୱେ ଭରଣପୋଷଣ ଦେଉନଥିବା ସରକାରୀ…