ମଣ୍ତି ଅବ୍ୟବସ୍ଥା ନେଇ ୫ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ
ଆଠଗଡ: ଚଳିତବର୍ଷ ଆଠଗଡ ଉପଖଣ୍ଡରେ ଧାନ ମଣ୍ତିରେ ବ୍ୟାପକ ଅବ୍ୟବସ୍ଥା ହୋଇଥିବା ଦେଖାଦେଇଛି। ଗତ ମାସ ୩୦ ତାରିଖରେ କଟକର ଅତିରିକ୍ତ ଜିଲ୍ଲାପାଳ ଇପସିତା ପ୍ରିୟଦର୍ଶିନୀ ମିଶ୍ର ଆଠଗଡର କେତେକ ମଣ୍ତି ପରିଦର୍ଶନ କରିଥିଲେ। ଏଡିଏମଙ୍କ ପରିଦର୍ଶନ ବେଳେ କେତେକ ମଣ୍ଡିରେ ଦାୟିତ୍ବରେ ଥିବା!-->…