କମେଣ୍ଟ ମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଗୁରୁତର
ଜଳେଶ୍ବର: କମେଣ୍ଟ ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ୪ ଜଣ ଗୁରୁତର,ଜଣେ ଆହତ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା କୁହ୍ଲାଚଢ଼ ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗୁରୁତର ଆହତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବାଲିଆପାଳ ପୋଲିସ ଘଟଣାସ୍ଥଳରେ!-->…