ହତ୍ୟା ପରେ ଅଖାରେ ମୃତଦେହ ବାନ୍ଧି ପୋଖରୀକୁ ଫିଙ୍ଗିଦେଲେ
ମୟୂରଭଞ୍ଜ : ଅଖା ଭିତରେ ମୃତଦେହ । ହତ୍ୟା ପରେ ଅଖା ଭିତରେ ପୁରାଇ ପୋଖରୀକୁ ଫିଙ୍ଗିଦେଲେ ଦୁର୍ବୃତ୍ତ। ମୟୂରଭଞ୍ଜ ଜିଲ୍ଲା ବେତନଟୀ ଉପକଣ୍ଠ ସଠିଲୋ ପଞ୍ଚାୟତ ପୁରୁଣାପାଣିରେ ଘଟଣା ଘଟିଛି । ଅଖା ଭିତରେ ଜଣେ ବୃଦ୍ଧାଙ୍କ ମୃତଦେହ ରହିଛି । ପୋଖରୀରେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ।!-->…