ରାଜସୁନାଖଳାରେ ରାଜ୍ୟସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ନୟାଗଡ଼ ୭/୨ (ନିସର୍ତ୍ତ) : ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ଶନିବାର ଦିନ ଫ୍ରେଣ୍ଡସ କ୍ଳବ୍ ର ସମସ୍ତ ସଦସ୍ୟ ମାନଙ୍କୁ ନେଇ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ପ୍ରସ୍ତୁତି ବୈଠକ ଓ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ!-->…