ତାଲିମ୍ ଆଳରେ ଅଢ଼େଇ କୋଟିର ଠକେଇ, ଜଣେ ଗିରଫ

ଭୁବନେଶ୍ୱର: ଟ୍ରେନିଂ ଆଳରେ ଅଢ଼େଇ କୋଟି ଚଳୁ । ଦେଢ଼ ବର୍ଷ ପରେ ଜଣେ ଗିରଫ । ମୁଖ୍ୟ ଅଭିଯୁକ୍ତ ସମେତ ୪ ଫେରାର । ଟ୍ରେଡିଂରେ ଟଙ୍କା ନିବେଶ କରାଇବା ନାଁରେ ଅଢ଼େଇ କୋଟି ଟଙ୍କାର ଚଳୁ ଅଭିଯୋଗ । ଟ୍ରେନିଂ ଦେବା ଆଳରେ ୩୦ରୁ ଅଧିକ ଲୋକଙ୍କଠାରୁ ଟଙ୍କା ନେଇ ଠକେଇ କରିଥିବା ଅଭିଯୋଗ ।…

ଆମ୍ବୁଲାନ୍ସ ନ ଆସିବାରୁ ମେଡିକାଲରେ ଭଙ୍ଗାରୁଜା; ୩ ଗିରଫ

ବିନିକା : ଆମ୍ବୁଲାନ୍ସ ଆସିବାରେ ବିଳମ୍ବକୁ ନେଇ ମେଡିକାଲରେ ଉତ୍ତେଜନା । ରୋଗୀଙ୍କ ସମ୍ପର୍କୀୟମାନେ ମେଡିକାଲରେ ଭଙ୍ଗାରୁଜା କରିବା ସହ ଡାକ୍ତରଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ । ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଘଟଣାଟି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା…

ସ୍ତ୍ରୀଙ୍କୁ ହତ୍ୟା ପରେ ଆତ୍ମହତ୍ୟା ଉଦ୍ୟମ କଲା ସ୍ୱାମୀ

ବାଙ୍ଗିରିପୋଷି: ବାଙ୍ଗିରିପୋଷିରେ ଚାଞ୍ଚଲ୍ୟ । ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀ ଜୀବନ ହାରିବାକୁ ଉଦ୍ୟମ କରିବା ପରେ ସେ ଗୁରୁତର ଅଛନ୍ତି । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅଧୀନ ଜାମଦାପାଳ ଗ୍ରାମରେ ଏକ ଅଭାବନୀୟ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀଙ୍କୁ…

ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ଦେହାନ୍ତ, ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁରେ ଭର୍ତ୍ତି ହୋଇ ଚିକିତ୍ସାଧୀନ ହେଉଥିଲେ । ଆଜି ସକାଳ ୫ ଘଣ୍ଟା ସମୟରେ ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ୧୯୬୭ରୁ ୧୯୯୦ ମଧ୍ୟରେ ଶ୍ରୀ ମାଝୀ ବିଭିନ୍ନ ବିଭାଗରେ…

ପାଲଲହଡ଼ାରେ ବ୍ୟାପୁଛି ସ୍କ୍ରବ ଟାଇଫସ୍ ଆତଙ୍କ: ଦୁଇ ଦିନରେ ୧୯ ଆକ୍ରାନ୍ତ ଚିହ୍ନଟ

ପାଲଲହଡ଼ା: ଅନୁଗୋଳ ଜିଲ୍ଲା ପାଲଲହଡ଼ା ଉପଖଣ୍ଡ ଅଞ୍ଚଳରେ ଏବେ ମାରାତ୍ମକ ସ୍କ୍ରବ ଟାଇଫସ୍ ରୋଗର ଆତଙ୍କ ଦେଖାଦେଇଛି । ବିଶେଷ କରି ସାନବାଗଦରୀ ଗାଁରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ସ୍ଥାନୀୟ ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ଦୁଇ ଦିନ…

୨୦ ହଜାର ଲାଞ୍ଚ ନେବା ବେଳେ ଏଏସଆଇଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଶନିବାର ବିଳମ୍ବିତ ରାତିରେ ଲହୁଣୀପଡ଼ା ଥାନାର ଜଣେ ASI ମଦନ ମୋହନ ପ୍ରଧାନଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକଙ୍କ ସହିତ ଜଣେ ଭୋଜନାଳୟ ମାଲିକଙ୍କଠାରୁ ୨୦,୦୦୦ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ଏକ ଅଭିଯୋଗ ପରେ ଭିଜିଲାନ୍ସ ଟିମ୍ ଅଗଷ୍ଟ ୨୯…

କେବିକେ ଅଞ୍ଚଳର ଭିତ୍ତିଭୂମି ବିକାଶ ପାଇଁ ୧୩୦ କୋଟି, ପ୍ରକଳ୍ପ ପ୍ରସ୍ତାବ ଦାଖଲ ପାଇଁ ବିଭିନ୍ନ ବିଭାଗକୁ ଚିଠି

ଭୁବନେଶ୍ୱର: କେବିକେ ଅଞ୍ଚଳରେ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଭିତ୍ତିଭୂମି ବିକାଶ ପାଣ୍ଠି (ଇନ୍‌ଫ୍ରାଷ୍ଟ୍ରକ୍ଚର ଡେଭେଲପମେଣ୍ଟ ଫଣ୍ଡ-ଆଇଡିଏଫ୍‌)ରେ ୧୩୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହି ପାଣ୍ଠିରେ ଜଳସେଚନ, ଆନ୍ତଃଜିଲ୍ଲା ରାସ୍ତା,…

ନେପାଳରେ ଫସିଥିବା ୧୦୦ ମହାରାଷ୍ଟ୍ର ତୀର୍ଥଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର

ପାଟନା: ହଠାତ୍ ବନ୍ୟା ଯୋଗୁଁ ନେପାଳରେ ଫସି ରହିଥିବା ପ୍ରାୟ ୧୦୦ ଜଣ ମହାରାଷ୍ଟ୍ର ତୀର୍ଥଯାତ୍ରୀଙ୍କୁ ନେପାଳ ସୀମାରୁ ବିହାରକୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଥିଲା। ପରେ ଖାଦ୍ୟ, ଆଶ୍ରୟ ଓ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବା ସହିତ ସେମାନଙ୍କୁ ଟ୍ରେନ ଯୋଗେ ଘରକୁ…

ଯୌତୁକ ନିଷେଧ ଆଇନ ଉପରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ

କୋରାପୁଟ : କୋରାପୁଟ ସ୍ଥିତ ସଦ୍‌ଭାବନା ସଭାଗୃହରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଙ୍କ ପକ୍ଷରୁ ଯୌତୁକ ନିଷେଧ ଆଇନ, ୧୯୬୧ ଉପରେ ଏକଦିନିଆ ଜିଲ୍ଲାସ୍ତରୀୟ ତାଲିମ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଯୌତୁକ ପ୍ରଥାର ନିରାକରଣ, ଆଇନଗତ ବ୍ୟବସ୍ଥା ସମ୍ପର୍କରେ ସଚେତନତା ଓ ମହିଳାଙ୍କ…

ଦନ୍ତ ଚିକିତ୍ସକଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିବ ମାସିକ ୨୦,୦୦୦ ଟଙ୍କାର ପ୍ରୋତ୍ସାହନ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକମାନଙ୍କ ପାଇଁ ଏକ ବଡ଼ ପ୍ରୋତ୍ସାହନ ଘୋଷଣା କରାଯାଇଛି।ସରକାରଙ୍କ ନୂତନ ନିଷ୍ପତ୍ତି ଅନୁଯାୟୀ, ଏନଏମସି ଦ୍ୱାରା ସ୍ୱୀକୃତ…