ରାଜଧାନୀରୁ ନକଲି ଡାକ୍ତର ଗିରଫ
ଭୁବନେଶ୍ୱର : ନିଜକୁ ଡାକ୍ତର ଦର୍ଶାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ନକଲି ଡାକ୍ତର ଗିରଫ । ନକଲି ଡାକ୍ତର ସରୋଜ ମିଶ୍ର ଓରଫ ଭବାନୀ ସିଦ୍ଧାର୍ଥ ଶଙ୍କରକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୁଲିସ ।
ଅଭିଯୋଗ ଅନୁସାରେ ନିଜକୁ ଡାକ୍ତର ଦର୍ଶାଇ ଘରୋଇ ମେଡିକାଲ କଲେଜର ଜଣେ ମହିଳା ମେଡିକାଲ!-->!-->!-->…