ମମତା ବାନାର୍ଜୀଙ୍କ ବିରୋଧରେ ମାମଲା ରୁଜୁ
କଲକାତା : ବଢିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଡୁଆ। ତୃଣମୂଳ କଂଗ୍ରେସ (ଟିଏମସି) ଛାତ୍ର ଶାଖା, ତୃଣମୂଳ ଛାତ୍ର ପରିଷଦ (ଟିଏମସିପି) ର ପ୍ରତିଷ୍ଠା ଦିବସ ପାଳନ ପାଇଁ ଆୟୋଜିତ ଏକ ଆଇନଗତ ବିବାଦ ଉପୁଜିଛି। କଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ କରିବା ଅଭିଯୋଗରେ!-->…