ପଡିଆ ବ୍ଲକରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ପଡିଆ ବ୍ଲକର ଆଠଗୋଟି ପଞ୍ଚାୟତରୁ ମୋଟ ୪୪ ଟି ଅଭିଯୋଗର ଶୁଣାଣୀ କରାଯାଇଥିବା ଜଣାପଡିଛି। ପଡିଆ!-->…