ଏପ୍ରିଲ ପହିଲାରୁ ଲାଗୁ ହେବ ନୂଆ ଆୟକର ନିୟମ
ନୂଆଦିଲ୍ଲୀ:୧ ଏପ୍ରିଲ ୨୦୨୬ରୁ ନୂଆ ଆୟକର ନିୟମ ଲାଗୁ ହେବ। ଆଜି ବଜେଟ୍ ୨୦୨୬ରେ ଏ ନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଛୋଟ କରଦାତାଙ୍କ ପାଇଁ ପ୍ରକ୍ରିୟା ସହଜ ହେବ। ଜୁଲାଇ ୩୧ ତାରିଖ ଯାଏଁ ରିଟର୍ଣ୍ଣ ଦାଖଲ କରିପାରିବେ। ଆଇଟିଆର୍-୧, ଆଇଟିଆର୍ -୨ ଲୋକେ ରିଟର୍ଣ୍ଣ!-->…