ଭେନେଜୁଏଲାର ୬୫ ବିଲିୟନ ବ୍ୟାରେଲ ତୈଳ ଭଣ୍ଡାରକୁ ନିୟନ୍ତ୍ରଣ କରିବ ଆମେରିକା: ଟ୍ରମ୍ପ

ନୂଆଦିଲ୍ଲୀ: ଭେନେଜୁଏଲାକୁ ନେଇ ଆମେରିକାର ବଡ଼ ପଦକ୍ଷେପ। ଭେନେଜୁଏଲାର ପ୍ରାୟ ୬୫ ବିଲିୟନ ବ୍ୟାରେଲ ଅଶୋଧିତ ତୈଳ ଭଣ୍ଡାର ଉପରେ ଆମେରିକା ନିୟନ୍ତ୍ରଣ ନେବ ବୋଲି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି। ଏହାକୁ ସେ “ବିଶ୍ୱ ଇତିହାସର ସବୁଠାରୁ ବଡ଼ ତୈଳ ଚୁକ୍ତି” ବୋଲି…

ୟୁଟ୍ୟୁବ୍ ଓ ଇନଷ୍ଟାଗ୍ରାମକୁ ଟକ୍କର ଦେବ ‘କ୍ଲବ୍’ ଆପ୍: କମ୍ ଫଲୋଅର୍ସ ଥାଇ ବି କ୍ରିଏଟରଙ୍କୁ ମିଳିବ ରୋଜଗାର ସୁଯୋଗ

ନୂଆଦିଲ୍ଲୀ: ସୋସିଆଲ୍ ମିଡିଆରୁ ରୋଜଗାର କରିବା ଶୁଣିବାକୁ ଯେତିକି ସହଜ ଲାଗେ, ବାସ୍ତବରେ ତାହା ସେତିକି ସିଧାସଳଖ ନୁହେଁ। ୟୁଟ୍ୟୁବ୍ ହେଉ କିମ୍ବା ଇନଷ୍ଟାଗ୍ରାମ୍, ଟଙ୍କା ରୋଜଗାର କରିବା ପାଇଁ ଲକ୍ଷ ଲକ୍ଷ ଭ୍ୟୁଜ୍ ଏବଂ ଅନେକ ସର୍ତ୍ତାବଳୀ ପୂରଣ କରିବାକୁ ପଡ଼ିଥାଏ । ତେବେ ଏହି…

ଏଣିକି ଯୁକ୍ତ ୨ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ବି ଦେବେ ଇଣ୍ଟରନାଲ ପରୀକ୍ଷା

ଭୁବନେଶ୍ୱର: ଯୁକ୍ତ ୨ ପରୀକ୍ଷା ବ୍ୟବସ୍ଥାରେ ଆସିଲା ନୂଆ ନିୟମ। ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀମାନେ ମଧ୍ୟ ଇଣ୍ଟରନାଲ ପରୀକ୍ଷା ଦେବେ। ଥରେ ଇଣ୍ଟରନାଲ ପରୀକ୍ଷା ଦେଇଥିଲେ, ସେହି ମାର୍କକୁ ତିନି ବର୍ଷ ପର୍ଯ୍ୟନ୍ତ ବୈଧ ରଖାଯିବ। ତେବେ ତିନି ବର୍ଷ ମଧ୍ୟରେ ପରୀକ୍ଷାର୍ଥୀ କୃତକାର୍ଯ୍ୟ ନ…

ସୁଭଦ୍ରା ଟଙ୍କା ପାଇଁ ସ୍ତ୍ରୀକୁ ମାରି ପୋତିଦେଲା ସ୍ୱାମୀ

ଢେଙ୍କାନାଳ : ସୁଭଦ୍ରା ଟଙ୍କା ନଦେବାରୁ ସ୍ତ୍ରୀକୁ ମାରି ପୋତିଥିଲା ନିଷ୍ଠୁର ସ୍ୱାମୀ । ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ବାଡି ଓ ଶାବଳରେ ପିଟିପିଟି ହତ୍ୟା କଲା ମଦ୍ୟପ ସ୍ଵାମୀ । ହତ୍ୟା କରିବା ପରେ ଘର ପଛ ପଟ ପାଇଖାନା ଟାଙ୍କିରେ ନେଇ ପୋତି ଦେଲା ନିଷ୍ଠୁର…

ଦୁବାଇ ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ସେପ୍ଟେମ୍ବର ୮–୯ରେ ଦୁବାଇ ଇନଭେଷ୍ଟର୍ସ ମିଟ୍ । ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାକୁ ଅଧିକ ବିଦେଶୀ ପୁଞ୍ଜି ଆଣିବା ପାଇଁ ପୁଣି ଏକ ବଡ଼ ପ୍ରୟାସ। ଆସନ୍ତା ସେପ୍ଟେମ୍ବର ୮ ଓ ୯ ତାରିଖରେ ୟୁଏଇର ଦୁବାଇରେ ଆୟୋଜିତ ହେବାକୁ ଥିବା ଇନଭେଷ୍ଟର୍ସ…

ଚିଲିକାରେ ବେଆଇନ୍ ଚିଙ୍ଗୁଡ଼ି ଘେରିରେ ବୁଲିଲା ବୁଲଡୋଜର

ବ୍ରହ୍ମଗିରି : ଚିଙ୍ଗୁଡ଼ି ଘେରିରେ ବୁଲିଲା ବୁଲଡୋଜର ।  ଦୀର୍ଘ ୨୦ଦିନ ହେଲା ଚିଲିକାରେ ବେଆଇନି ଚିଙ୍ଗୁଡ଼ି ଘେରି ଉଚ୍ଛେଦ ଜାରି ରହିଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ଚଢ଼ାଉ କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଧେଶକ୍ରମେ କୃଷ୍ଣପ୍ରସାଦ ତହସିଲିଦାର ସହଦେଵ ସାହୁଙ୍କ…

ଏଥର ବାଲିଯାତ୍ରାରେ ବ୍ୟାନ୍ ହେବ “ହାମର’ ଦୋଳି ଓ “ସିଙ୍ଗଲ ଟାୱାର”, ଦୋଳିର ମାନ ଯାଞ୍ଚ କରିବ ସ୍ୱତନ୍ତ୍ର ବୈଷୟିକ ଟିମ୍

କଟକ : ଏଥର ବାଲିଯାତ୍ରାରେ ମିଳିବନି ଦୋଳିର ମଜା । ଲାଗିବନି ବିପଦଜ୍ଜନକ ଦୋଳି । “ହାମର’ ଦୋଳି ଓ “ସିଙ୍ଗଲ ଟାୱାର” ଦୋଳି ଉପରେ ବ୍ୟାନ୍ ପାଇଁ ମୀନାବଜାର ମହାସଂଘ ନିଷ୍ପତ୍ତି ନେଇଛି । ଅଧିକ ପୁରୁଣା ଦୋଳି ନ ଲଗାଇବାକୁ ମହାସଂଘର ନିଷ୍ପତ୍ତି ନେଇଛି । ଅନ୍ୟ ଦୋଳିର ମାନ ଯାଞ୍ଚ ପାଇଁ…

ଗାଡ଼ି ସୋ’ରୁମ୍ ରେ ନିଆଁ, ଜଳିକଲା ସମସ୍ତ କାର୍

ବ୍ରହ୍ମପୁର: ଗାଡ଼ି ସୋ’ରୁମ୍ ରେ ଭୟାବହ ଅଗ୍ନିକାଣ୍ଡ । ବ୍ରହ୍ମପୁରର ହଳଦିଆପଦରରେ ଥିବା ଗାଡ଼ି ସୋ’ରୁମ୍ ରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଦେଖୁ ଦେଖୁ ନିଆଁର ପ୍ରକୋପ ବଢ଼ିବା ସହ ସୋରୁମ୍‌ରୁ ଧୂଆଁର କଳା ଆସ୍ତରଣ ବାହାରୁଥିବା ଦେଖିବାକୁ ମିଳିଛି । ସୋ’ରୁମ୍ ରେ ଥିବା ସମସ୍ତ କାର୍ ପୋଡ଼ି…

ରାଜ୍ୟରେ ୨୦ ଲକ୍ଷ ଗାଡ଼ିର RC ବାତିଲ୍

ଭୁବନେଶ୍ୱର : ଓଡ଼ିଶାରେ ୨୦ ଲକ୍ଷ ଗାଡ଼ିର RC ବାତିଲ୍, ଆଉ ୩୦ ଲକ୍ଷ ଗାଡ଼ି ଉପରେ ଝୁଲୁଛି ଖଣ୍ଡା । ଓଡ଼ିଶାର ଗାଡ଼ି ମାଲିକଙ୍କ ପାଇଁ ବଡ଼ ଖବର । ରାଜ୍ୟର ୨୦ ଲକ୍ଷ ଗାଡ଼ିକୁ ‘ପରମାନେଣ୍ଟ ଆର୍କାଇଭ୍ ’କୁ ପଠାଯାଇଥିବା ବେଳେ ସେଗୁଡ଼ିକର ରେଜିଷ୍ଟ୍ରେସନ୍ ସାର୍ଟିଫିକେଟ୍ ବା RC ବାତିଲ୍…

ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧା ହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ନୃସିଂହ ସାହୁଙ୍କ ପୁଅକୁ ଗିରଫ କରିଛି ପୁଲିସ। ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧାହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ ଅଜିତ ସାହୁ। ମନ୍ତ୍ରୀଙ୍କ ପୁଅକୁ ଗିରଫ କଲା ନୟାପଲ୍ଲୀ ପୋଲିସ। ଜାଗା ଦେବାକୁ କହି ଠକେଇ ଅଭିଯୋଗରେ ବନ୍ଧା…