ପୁଅ ଜନ୍ମ ନ ହେବାରୁ ସ୍ତ୍ରୀକୁ ମାରି ନଦୀରେ ଫିଙ୍ଗିଲା ସ୍ବାମୀ
ବିହାର : ପୁଅ ପାଇଁ ପତ୍ନୀଙ୍କୁ ହତ୍ୟା କଲା ସ୍ବାମୀ । ବିହାରର ମୁଜାଫରପୁର ଜିଲ୍ଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସିକନ୍ଦରପୁର ଥାନା ଅଞ୍ଚଳର ୧୭ ନମ୍ବର ୱାର୍ଡର ବାଲୁଘାଟ ଗଳି ନମ୍ବର ୩ରେ ପୁଅ ନ ଥିବାରୁ ରାଗରେ ସ୍ୱାମୀ ତାଙ୍କ ଭାଇମାନଙ୍କ ସହିତ ମିଶି ତାଙ୍କ!-->…