ଡାହାଣୀ ସନ୍ଦେହରେ ମା’କୁ ହତ୍ୟା କଲା ପୁଅ
ମୟୂରଭଞ୍ଜ: ଅନ୍ଧ ବିଶ୍ୱାସର କରୁଣ ପରିଣତି । ଡାହାଣୀ ସନ୍ଦେହରେ ଜନ୍ମକଲା ମା’କୁ କଟୁରୀରେ ହାଣି ହତ୍ୟା କଲା ଜହ୍ଲାଦ ପୁଅ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଭଳିଆଡ଼ିହା ପଞ୍ଚାୟତ କଲରାଫୁଲିଆ ଗାଁରେ ଏହି ଘଟଣା ଘଟିଛି । ଅଭିଯୁକ୍ତ ପୁଅ ତପନ ସିଂ ଗିରଫ । ମୃତ ମାଆ ହେଲେ ରାଇମଣି ସିଂ!-->…