ବିଚ୍ ରାସ୍ତାରେ ମାଂସ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା
ବୁର୍ଲା: ଦୁର୍ବୃତ୍ତଙ୍କ ଗୁଳିରେ ମାଂସ ଦୋକାନୀ ମହମ୍ମଦ୍ ଅନିଶ(୩୬)ଙ୍କର ମୃତ୍ୟୁ। ଦୁର୍ବୃତ୍ତମାନେ ତାଙ୍କୁ ତିନିଟି ଗୁଳି ମାରିଛନ୍ତି। ସମ୍ବଲପୁରର ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି । ମୁଣ୍ଡ, ଛାତି ଓ!-->…