ମହାନଦୀ ପ୍ରସଙ୍ଗ: କ୍ଷେତ୍ର ପରିଦର୍ଶନ ଲାଗି ଛତିଶଗଡ ଯିବେ ଓଡିଶାର ଟିମ
ଭୁବନେଶ୍ୱର: ଏଥର ଗୋଟିଏ ଟେବୁଲରେ ବସିବେ ଓଡିଶା- ଛତିଶଗଡ଼। ମହାନଦୀକୁ ନେଇ ମୁହାଁମୁହିଁ ହେବେ ଏବଂ କରିବେ ଆଲୋଚନା। ଖୁବଶୀଘ୍ର ଓଡିଶାର ଏକ ଟିମ ଛତିଶଗଡର କ୍ଷେତ୍ର ପରିଦର୍ଶନ କରିବ । ହେଲେ ଓଡିଶା କେଉଁ ପ୍ରସଙ୍ଗରେ ଆଲୋଚନା କରିବ ସେ ଉପରେ ସମସ୍ତଙ୍କ ନଜର।
ଅନ୍ୟପଟେ ଉପମୁଖ୍ୟମନ୍ତ୍ରୀ!-->!-->!-->…