କଲେଜ ହଷ୍ଟେଲ ଓ କ୍ୟାଣ୍ଟିନ୍‌ରେ ଆଉ ହେବନି ପୁରି ଓ ବରା, ତେଲିଆ ଖାଦ୍ୟ କମାଇବାକୁ ପରାମର୍ଶ

ଭୁବନେଶ୍ୱର: ବିଶ୍ୱବ୍ୟାପୀ ଖାଦ୍ୟ, ସାର ଓ ଇନ୍ଧନ ଯୋଗାଣ ସଙ୍କଟର ପ୍ରଭାବକୁ ଦୃଷ୍ଟିରେ ରଖି ରନ୍ଧନ ତେଲର ବ୍ୟବହାର କମାଇବାକୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ କଲେଜକୁ ପରାମର୍ଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ସମସ୍ତ କଲେଜର ଅଧ୍ୟକ୍ଷଙ୍କୁ ଚିଠି ଜାରି…

ଦ୍ରୁତ ଗତିରେ ତରଳୁଛି ହିମାଳୟର ହିମଶୈଳ; ୨୭ ମିଟର ପର୍ଯ୍ୟନ୍ତ ହ୍ରାସ ପାଇଛି ବରଫର ଘନତା

କାଠମାଣ୍ଡୁ: ନେପାଳରେ ସାମ୍ପ୍ରତିକ ଭୟଙ୍କର ଆକସ୍ମିକ ବନ୍ୟା ଘଟିବାର ପ୍ରାୟ ୫ ମାସ ପୂର୍ବରୁ ହିମାଳୟ ଅଞ୍ଚଳର ହିମଶୈଳ ଦ୍ରୁତ ଗତିରେ ତରଳୁଥିବା ଏବଂ ଏହା ଭବିଷ୍ୟତରେ ଭୟଙ୍କର ବିପଦର କାରଣ ହୋଇପାରେ ବୋଲି ଦୁଇଟି ରିପୋର୍ଟରେ ସତର୍କ କରାଯାଇଥିଲା। ଚଳିତବର୍ଷ ମାର୍ଚ୍ଚରେ ଆନ୍ତର୍ଜାତିକ…

ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ୍ ମିସାଇଲ୍ କିଣିବ ଭାରତ !

ନୂଆଦିଲ୍ଲୀ: ଭାରତ ଯୁଦ୍ଧ-ପରୀକ୍ଷିତ ଆମେରିକା ନିର୍ମିତ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ୍ ମିସାଇଲ୍ ସିଷ୍ଟମ ହାସଲ କରିବାକୁ ଯୋଜନା କରୁଛି। ଭାରତର ଏହି ଯୋଜନାକୁ ନୂଆଦିଲ୍ଲୀରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ସର୍ଗିଓ ଗୋର୍ ପ୍ରଶଂସା କରିଛନ୍ତି। ଗୋର୍‌ କହିଛନ୍ତି ଯେ, ଏହା…

୫୪୭କୁ ବୃଦ୍ଧି ପାଇଲା ନେପାଳ ମୃତ୍ୟୁ ସଂଖ୍ୟା, ୩୨୦ ଭାରତୀୟଙ୍କ ମିଳୁନି ପତ୍ତା

ନେପାଳ : ନେପାଳ ବନ୍ୟା ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏଯାଏଁ ୫୪୭ ଟପିଲାଣି । ଆହୁରି ବଢ଼ିବା ଆଶଂକା । ଅନେକ ଲୋକ ନିଖୋଜ ରହିଛନ୍ତି । ପ୍ରାୟ ୧୫ ଶହ ଲୋକ ନିଖୋଜ ଥିବା ଏପର୍ଯ୍ୟନ୍ତ ଆକଳନ କରାଯାଇଛି । ନେପାଳରେ ୯୦୦ରୁ ଅଧିକ ଲୋକଙ୍କ ପତ୍ତା ମିଳୁନି । ସେହିଭଳି ତିବ୍ବତର…

୩୦ ଫୁଟ ତଳକୁ ଖସିଲା ବସ୍, ୫ ମୃତ, ଅନେକ ଆହତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ରାଜଗଡ଼ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବ୍ୟାବରା ସହରର ଭୋପାଳ ବାଇପାସରେ ଏକ ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୪…

ଲକ୍ଷ୍ନୌରେ ସ୍ବାଇନ୍ ଫ୍ଲୁରେ ଜଣେ ମହିଳା ମୃତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶରେ ସ୍ବାଇନ୍ ଫ୍ଲୁକୁ ନେଇ ଚିନ୍ତା ବୃଦ୍ଧି ପାଉଛି । ଏହାରି ମଧ୍ୟରେ ସ୍ବାଇନ୍ ଫ୍ଲୁ କାରଣରୁ ଲକ୍ଷ୍ନୌରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ ମହିଳା ଜଣଙ୍କ ବୟସ ହେଉଛି ୫୦ ବର୍ଷ ଏବଂ ଇନ୍ଦିରାନଗରର ବାସିନ୍ଦା । …

ନେପାଳରେ ପୁଣି ହାଇଆଲର୍ଟ ଜାରି, ଜଳବନ୍ଧ ଭାଙ୍ଗିବାର ସୂଚନା

ନେପାଳ: ନେପାଳରେ ଧ୍ବଂସାତ୍ମକ ଚିତ୍ର ଦେଖିବାକୁ ମିଳୁଛି । ଏପରି ପରିସ୍ଥିତିକୁ ଦୃଷ୍ଟିରେ ରଖି ନେପାଳ ପୋଲିସ ଶୁକ୍ରବାର ଏକ ଆଲର୍ଟ ଜାରି କରିଛି । ପୋଲିସ କହିଛି ଯେ, ତିବ୍ବତ ପଟେ ପୁଣିଥରେ ଜଳବନ୍ଧ ଭାଙ୍ଗିଥିବାର ସୂଚନା ମିଳିଛି । ଏନେଇ ପୋଲିସ ସୁରକ୍ଷାକର୍ମୀ, ଉଦ୍ଧାର ଓ…

ରନୱେରେ ଫାଟିଲା ବିମାନର ଟାୟାର, ଟଳିଲା ବଡ଼ ଦୁର୍ଘଟଣା

ବିଳାସପୁର: ଛତିଶଗଡ଼ର ବିଳାସପୁର ବିମାନବନ୍ଦରରେ ଶୁକ୍ରବାର ଅବତରଣ କରିବା ସମୟରେ ଦିଲ୍ଲୀ-ବିଳାସପୁର ଆଲାଏନ୍ସ ଏୟାରର ଏକ ବିମାନର ଟାୟାର ଫାଟିଯିବାରୁ ଅଘଟଣ ଘଟିଛି। ତେବେ ବିମାନରେ ଥିବା ସମସ୍ତ ୪୧ ଜଣ ଯାତ୍ରୀ ଓ କ୍ରୁ ସଦସ୍ୟ ସୁରକ୍ଷିତ ଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ,…

ଚୀନରେ ଭୂମିକମ୍ପ, ୫.୧ ତୀବ୍ରତାର ଝଟକା ଅନୁଭୂତ

ନୂଆଦିଲ୍ଲୀ : ଚୀନର ଦକ୍ଷିଣ ପଶ୍ଚିମ ସିଚୁଆନ୍ ପ୍ରାନ୍ତରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ୫.୧ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିପୋର୍ଟ ଅନୁସାରେ, ନାଇଜିଆଙ୍ଗର ଲଙ୍ଗଚାଙ୍ଗ ସହର ନିକଟରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି । ଚୀନ୍ ଭୂମିକମ୍ପ ନେଟୱର୍କ କେନ୍ଦ୍ର ଅନୁସାରେ,…

ଶିମିଳିପାଳରେ ୪ ଶାବକ ଜନ୍ମ ଦେଲା ‘ଜିନ୍ନତ୍’, ଖୋଲାଯିବ ରେଡିଓ କଲାର

ବାରିପଦା : ଶିମିଳିପାଳ ପାଇଁ ଖୁସି ଖବର । ଶିମିଳିପାଳ ଅଭୟାରଣ୍ୟର ପରିବେଶ ସହ ସମ୍ପୂର୍ଣ୍ଣ ଭାବେ ଖାପଖୁଆଇ ନିଜ ବାସସ୍ଥଳୀ ଗଢ଼ିବା ସହ ୪ଟି ଶାବକଙ୍କୁ ଜନ୍ମ ଦେଇଥିବା ମହାବଳ ବାଘୁଣୀ ‘ଜିନ୍ନତ୍’ ଉପରୁ ଏବେ ନଜର ହଟାଇ ସମ୍ପୂର୍ଣ୍ଣ ମୁକ୍ତ କରିବା ପାଇଁ ନିଷ୍ପତ୍ତି ନେଉଛନ୍ତି ବନ ବିଭାଗ ।…