ଦୀର୍ଘ ଦିନର ଚିକିତ୍ସା ପରେ ଏମ୍ସରେ ଶେଷ ନିଃଶ୍ୱାସ ଛାଡିଲେ ଅଭିଜିତ ମଜୁମଦାର
ଭୁବନେଶ୍ୱର: ପ୍ରବୀଣ ଓଡ଼ିଆ ସଂଗୀତ ରଚୟିତା ଅଭିଜିତ ମଜୁମଦାରଙ୍କ ରବିବାର ଦିନ ଏମ୍ସ ଭୁବନେଶ୍ୱରରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ବର୍ଷ ଶେଷ ଆଡ଼କୁ ସ୍ୱାସ୍ଥ୍ୟଗତ ସମସ୍ୟା ପରେ ସେ ପ୍ରମୁଖ ମେଡିକାଲ ଇନଷ୍ଟିଚ୍ୟୁଟ ଏମ୍ସରେ ଦୀର୍ଘ ସମୟ ଧରି ଚିକିତ୍ସାଧୀନ ଥିଲେ। ଆଜି ପ୍ରାୟ ସକାଳ ୯!-->…