ମହାନଦୀ ସମସ୍ୟା ପାଇଁ ବିଜେଡିକୁ ଦାୟୀ କଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ବର: ଲୋକସଭା ଭବନରେ ମହାନଦୀ ଟ୍ରିବ୍ୟୁନାଲ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଛି । ମହାନଦୀ ସମସ୍ୟା ନେଇ ସର୍ବଦଳୀୟ ବୈଠକ ବାତିଲ ହେବା ପରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ଜୁରୁରୀ ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ…

କଟକ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପରେ ନଦୀକୂଳ ପାଇବ ନୂଆ ରୂପ, ନେତାଜୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: କଟକ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପରେ ନଦୀକୂଳ ନୂଆ ରୂପ ପାଇବ । ଆଜି ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସାଂସ୍କୃତିକ ଓ ମନୋରଞ୍ଜନ ସ୍ଥଳରେ ପରିଣତ କରାଯିବ, ଏହା ଦ୍ୱାରା ପର୍ଯ୍ୟଟନକୁ ପ୍ରୋତ୍ସାହନ ମିଳିବ । ସାମଗ୍ରିକ ସହରୀ ପରିବେଶରେ ଉନ୍ନତି…

ବସ ଧର୍ମଘଟ ପ୍ରତ୍ୟାହୃତ, ଆଲୋଚନା ପରେ ନିଷ୍ପତ୍ତି ବଦଳାଇଲା ଘରୋଇ ବସ ମାଲିକ ସଙ୍ଘ

କଟକ : ଘରୋଇ ବସ ମାଲିକ ସଙ୍ଘ ପକ୍ଷରୁ ଧର୍ମଘଟ ପତ୍ୟାହାର । ସରକାରଙ୍କ ସହ ସକାରାତ୍ମକ ଆଲୋଚନା ପରେ ସଂଘ ଏହି ନିଷ୍ପତ୍ତି ନେଇଛି । ସରକାର ଆମ ଦାବୀ ମାନି ନେଇଛନ୍ତି ବୋଲି କହିଛି ସଂଘ ।ରାଜ୍ୟ ଘରୋଇ ବସ ମାଲିକ ସଙ୍ଘର ବସ ଧର୍ମଘଟ ନିଷ୍ପତ୍ତିରୁ ଓ଼ହାରିଲା ସଙ୍ଘ । ଗତକାଲି…

ଆତ୍ମସମର୍ପଣ କଲେ ୯ ହାର୍ଡକୋର ମାଓବାଦୀ

ମାଲକାନଗିରି : ଶେଷ ନିଶ୍ୱାସ ନେଉଛି ମାଓ ସଙ୍ଗଠନ । ମାଓ ସଙ୍ଗଠନର ଅନ୍ତିମ ସଦସ୍ୟ ଏବେ ପୋଲିସ ନିକଟରେ ଅସ୍ତ୍ର ବିରତି ଅଭିଯାନରେ ସାମିଲ ହେଲେଣି । ଆଜି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ର ଧମତେରୀ ଜିଲ୍ଲା ପୋଲିସକୁ ମିଳିଛି ବଡ଼ ସଫଳତା । ୯ ହାର୍ଡକୋର…

ନୟାଗଡ଼ରେ ଗୋଟିଏ ଦିନରେ ୨ ନାବାଳିକାଙ୍କୁ ଦୁଷ୍କର୍ମ

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ଗୋଟିଏ ଦିନରେ ଦୁଇ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ରଣପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବାବେଳେ ଶରଣକୂଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଜଣେ ନାବାଳକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ରଣପୁର ଥାନା ଅଞ୍ଚଳର ଜଣେ…

ଦୁଇ ଦିନ ପରେ ମାଘ ବୁଡ଼, ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଭାସୁଛନ୍ତି କୁଢ କୁଢ ମଲା ମାଛ

କୋଣାର୍କ : ଦୁଇ ଦିନ ପରେ ମାଘ ବୁଡ଼ । ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମରି ଭାସୁଛନ୍ତି କୁଢ କୁଢ ମୀନ ମାଛ । ପାଣିକୁ ବିଶୋଧିତ କରିବାକୁ ଚୂନ ବଦଳରେ ବ୍ଲିଚିଂ ପକାଯାଇଥିବାରୁ ଏଭଳି ଅବସ୍ଥା ଅଭିଯୋଗ ହୋଇଛି । ମାଘ ବୁଡ଼ ପାଇଁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀର ଖନନ କାର୍ଯ୍ୟ ସହ…

ଝିଅ ଜନ୍ମ ହେବାରୁ ବୋହୂକୁ ପୋଡି ମାରି ଦେବାକୁ ଉଦ୍ୟମ

ପଟ୍ଟାମୁଣ୍ଡାଇ: ଅଭାବନୀୟ, ଅମାନବୀୟ । ଝିଅ ହେବାରୁ ବୋହୂକୁ ମାରିଦେବାକୁ ଉଦ୍ୟମ ଅଭିଯୋଗ । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଡାମରପୁର ଗାଁରେ ଅଭାବନୀୟ ଘଟଣା । ଝିଅ ହେବାରୁ ବୋହୂକୁ ପୋଡି ମାରିଦେବାକୁ ଉଦ୍ୟମ କରିଥିଲେ ଶ୍ବଶୁର ଘର ଲୋକ। ଗତ କାଲି ବିଳମ୍ବିତ ରାତିରେ…

ମାଟି ଅତଡ଼ା ଧସି ପୋତି ହୋଇଗଲେ ୨ଶ୍ରମିକ, ଉଦ୍ଧାର ପରେ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ମାଟି ତଳୁ ଉଦ୍ଧାର ହେଲେ ୨ଶ୍ରମିକ । ସମ୍ବଲପୁର ଧନୁପାଲି ଥାନା ଭତରା ଶଙ୍କର ମଠ ରାସ୍ତାରେ ଅଘଟଣ । ସ୍ଵରେଜ ବୋର୍ଡ ଦ୍ୱାରା କାମ ଚାଲିଥିବା ବେଳେ ମାଟି ଅତଡ଼ା ଧସି ପୋତି ହୋଇଗଲେ ୨ ଜଣ ଶ୍ରମିକ । ସ୍ଥାନୀୟ ବାସିନ୍ଦା ଓ ଅଗ୍ନିଶମ ବାହିନୀର ମିଳିତ…

ଫେବୃୟାରୀ ୨ ରୁ ୭ ତାରିଖ ପର୍ଯ୍ୟନ୍ତ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମାନ୍ୟବର ରାଷ୍ଟ୍ରପତି

• ଯାଜପୁର, ବାଲେଶ୍ୱର, ପୁରୀ ଏବଂ ମୟୂରଭଂଜ ଏବଂ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ• ବ୍ୟାପକ ପ୍ରସ୍ତୁତି ସହ କଡ଼ା ସୁରକ୍ଷା ବ୍ୟବସ୍ଥା ନେଇ ଆଲୋଚନା• ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ତ୍ରୁଟି ଶୂନ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ଓ…

ଓଡିଶା ନାଟ୍ୟଦିବସ ଆମ ସ୍ୱାଭିମାନ ଏବଂ ଅସ୍ମିତାର ପ୍ରତୀକ : ମଞ୍ଚମୋହନ

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡିଶା ବରିଷ୍ଠ କଳାକାର ମହାସଙ୍ଘ" ପକ୍ଷରୁ ରାଜ୍ୟସ୍ତରୀୟ ଓଡିଶା ନାଟ୍ୟ ଦିବସ ମହୋତ୍ସବ ସ୍ଥାନୀୟ ପ୍ରକାଶମ୍ ହଲ୍ - ଆନ୍ଧ୍ର ଭାଷା ବିବର୍ଦ୍ଧନୀ ସମାଜମ୍ ସଭା ପ୍ରକୋଷ୍ଠ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି। ମହୋତ୍ସବର ପ୍ରଥମ…