ଉମରକୋଟରେ ନେତାଜୀଙ୍କ ୧୨୯ତମ ଜନ୍ମ ଜୟନ୍ତୀ ପାଳିତ: ଦେଶପ୍ରେମର ମନ୍ତ୍ରରେ ଉଦ୍ବୁଦ୍ଧ ହେଲେ ଜନସାଧାରଣ
ଉମରକୋଟ, ୨୩/୦୧ (ରସିକ ସରକାର): ଭାରତୀୟ ସ୍ୱାଧୀନତା ସଂଗ୍ରାମର ଅଦ୍ୱିତୀୟ ନାୟକ, ଅଦମ୍ୟ ସାହସ ଓ ଦେଶପ୍ରେମର ପ୍ରତୀକ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମ ଜୟନ୍ତୀ ନବରଙ୍ଗପୁର ଜିଲ୍ଲା ଉମରକୋଟଠାରେ ଅତ୍ୟନ୍ତ ଉତ୍ସାହ ଓ ଶ୍ରଦ୍ଧାର ସହିତ ପାଳିତ ହୋଇଯାଇଛି। ଉମରକୋଟ ୩!-->!-->!-->…