ଭାରତ ସହ ପ୍ରତିରକ୍ଷା ଚୁକ୍ତିକୁ ୟୁରୋପୀୟ ସଂଘର ଅନୁମୋଦନ, ଆତଙ୍କବାଦ ବିରୋଧୀ ଲଢ଼େଇରେ ବି ମିଳିବ ସାହାଯ୍ୟ
ନୂଆଦିଲ୍ଲୀ: ୟୁରୋପୀୟ ସଂଘ (ଇୟୁ) ଭାରତ ସହ ନୂତନ ପ୍ରତିରକ୍ଷା ଚୁକ୍ତି (ସୁରକ୍ଷା ଓ ପ୍ରତିରକ୍ଷା ଚୁକ୍ତି)କୁ ଅନୁମୋଦନ କରିଛି। ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ ହେବାକୁ ଥିବା ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଏହା ସ୍ୱାକ୍ଷରିତ ହେବ। ୟୁରୋପୀୟ ସଂଘର ବୈଦେଶିକ ନୀତି ମୁଖ୍ୟ କାଜା!-->…