ଭିଜିଲାନ୍ସ ଜାଲରେ କେନ୍ଦୁଝର ଜେଆର୍ଏ, ୬ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ
ଭୁବନେଶ୍ବର: ଜମି ପଟ୍ଟା (ଆର୍ଓଆର୍) ପ୍ରଦାନ କରିବା ନିମନ୍ତେ କେନ୍ଦୁଝର ଜିଲ୍ଲା ପାଟଣା ତହସିଲର କନିଷ୍ଠ ରାଜସ୍ବ ସହାୟକ (ଜେଆର୍ଏ) ବିଏଚ୍ ଉମାଶଙ୍କର ହିତାଧିକାରୀଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେଇ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ (ଭିଜିଲାନ୍ସ) ହାତରେ ରଙ୍ଗେହାତ!-->…