ନିଖୋଜ ୪ ନାବାଳକ ସ୍କୁଲରୁ ଉଦ୍ଧାର, କ୍ରିକେଟ ଦେଖିବାକୁ ଯାଇ ଘରକୁ ଫେରି ନଥିଲେ

ଦେବଗଡ଼ : ନିଖୋଜ ୪ ନାବାଳକ ସ୍କୁଲରୁ ଉଦ୍ଧାର । କ୍ରିକେଟ ଦେଖିବାକୁ ଯାଇ ଛାତ୍ରମାନେ ନିଖୋଜ ହୋଇଥିଲେ । ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଟିଂକବୀର ଗାଁରେ ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦେଖିବାକୁ ଯାଇ ୪ ଜଣ ନାବାଳକ ଆଉ ଘରକୁ ଫେରିନଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି ପରେ…

ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ ବିଜେଡ଼ିକୁ ଖୋଲା ଆହ୍ୱାନ ଦେଲେ ଅରବିନ୍ଦ ମହାପାତ୍ର

ଭୁବନେଶ୍ବର: ନିଲମ୍ବନ ପରେ ଦଳର ଅଭିଯୋଗକୁ ଖୋଲା ଆହ୍ୱାନ ଦେଲେ ବିଧାୟକ ଅରବିନ୍ଦ ମହାପାତ୍ର । ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ କଲେ ଖୋଲା ଆହ୍ୱାନ କରିବା ସହ ଅତନୁ ସବ୍ୟସାଚୀଙ୍କୁ ନିଶାଣ କଲେ ।ଅରବିନ୍ଦ କହିଛନ୍ତି , ମୁଁ ଆଶ୍ଚର୍ଯ୍ୟ ଯେ ଜାନୁଆରୀ ୧୫ ସନ୍ଧ୍ୟାରେ ଦଳରୁ ନିଳମ୍ବନ ହେଲି । କାରଣ…

ରକ୍ତଦାନ ଶିବିର ଆୟୋଜନ ନିମିତ୍ତ ଅନ୍ତିମ ପ୍ରସ୍ତୁତି ବୈଠକ

ବୋଲଗଡ଼,୨୦/୦୧(ନିସର୍ତ୍ତ) : ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏବଂ ସହଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାସ ନାଥ ସ୍ୱାଇଁଙ୍କ ଆବାହକତ୍ୱରେ ମଙ୍ଗଳବାର ଦିନ ୨ଘଟିକା ସମୟରେ ଆଗାମୀ ୨୫ତାରିଖରେ ଅନୁଷ୍ଠିତ ହେବାକୁ…

ଜମାକାରୀଙ୍କ ଟଙ୍କା ଆତ୍ମସାତ ଅଭିଯୋଗ: ଗ୍ରାହକସେବା କେନ୍ଦ୍ର ପରିଚାଳକଙ୍କୁ ମାଡ଼

ବାଲିଆପାଳ : ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଭାରତୀୟ ଷ୍ଟେଟବ୍ୟାଙ୍କର ଗ୍ରାହକ ସେବା କେନ୍ଦ୍ର ଦାୟିତ୍ୱରେ ଥିବା ପରିଚାଳକ ରଞ୍ଜନ ରଣାଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଦ୍ଧୁମ ପିଟିଛନ୍ତି ଉତ୍ୟକ୍ତ ଜମାକାରୀ ।ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା…

କନ୍ଧମାଳ – କଳାହାଣ୍ଡି ସୀମାନ୍ତ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ କୁମ୍ବିଂ ଅପରେସନ ଜୋରଦାର

କନ୍ଧମାଳ:ତା, ୨୨/୦୧ : ଦେଶକୁ ନକ୍ସଲ ଏବଂ ମାଓବାଦୀ ମୁକ୍ତ କରିବା ପାଇଁ ଡେଡ଼ଲାଇନ ସମୟ ଯେତେ ପାଖେଇ ଆସୁଛି, ପୁଲିସ ଏବଂ ସୁରକ୍ଷା ବାହିନୀଙ୍କ କୁମ୍ବିଂ ଅପେରସନ ମଧ୍ୟ ସେତିକି ତୀବ୍ର ହେବାରେ ଲାଗିଛି । ସେହିଭଳି କନ୍ଧମାଳ ଜିଲ୍ଲାରେ ମଧ୍ୟ ଜିଲ୍ଲା ପୁଲିସ ଏବଂ କେନ୍ଦ୍ରୀୟ…

କାଗଜ କଲମରେ ‘ଅମୃତ’, ବାସ୍ତବରେ ଦୁର୍ନୀତି: କୋଟପାଡ଼ ଅମୃତ ସରୋବର ପ୍ରକଳ୍ପରେ ମହାଘୋଟାଲା

କୋଟପାଡ଼ : କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକରେ ସରକାରଙ୍କ ‘ଅମୃତ ସରୋବର’ ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଏକ ସମ୍ବେଦନଶୀଳ ତଥ୍ୟ ସାମ୍ନାକୁ ଆସିଛି। ଆଜାଦି କା ଅମୃତ ମହୋତ୍ସବ ଅବସରରେ ପ୍ରତି ପଞ୍ଚାୟତରେ ପୋଖରୀର ପୁନଃଉଦ୍ଧାର ପାଇଁ ଯୋଜନା କରାଯାଇଥିବା ବେଳେ ଛତିଶଗଡ଼…

ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବା ଧମକ ମାମଲାରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ

ପୁରୀ : ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦେବା ଘଟଣାରେ ପୁଲିସକୁ ମିଳିଛି ବଡ଼ ସଫଳତା। ସୋସିଆଲ ମିଡିଆ ମାଧ୍ୟମରେ ଧମକ ଦେଇଥିବା ଅଭିଯୋଗରେ ଅଭିଯୁକ୍ତ ପ୍ରତୀକ୍ ମିଶ୍ରଙ୍କୁ ପୁରୀ ସିଂହଦ୍ୱାର ଥାନା ପୁଲିସ ଗିରଫ କରିଛି। ଏହି ଘଟଣା ପରେ…

ସୁରକ୍ଷାକର୍ମୀଙ୍କ ଗୁଳିରେ ମୋଷ୍ଟ ୱାଣ୍ଟେଡ୍ ମାଓବାଦୀ ‘ଅନଲ’ ନିହତ

ରାଉରକେଲା: ପଶ୍ଚିମ ସିଂହଭୂମ ଜିଲ୍ଲା ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଚାଲିଥିବା ଗୁଳିବିନିମୟରେ ସୁରକ୍ଷାବଳକୁ ଏକ ବଡ଼ ସଫଳତା ମିଳିଛି। ଏହି ଅପରେସନରେ ଏକ କୋଟି ଟଙ୍କାର ମୋଷ୍ଟ ୱାଣ୍ଟେଡ୍ ତଥା କୁଖ୍ୟାତ ମାଓବାଦୀ ନେତା ‘ଅନଲ’ ନିହତ ହୋଇଛି। ଅନଲ ସିପିଆଇ…

ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା; ଏଣିକି ମିଳିବ ୨,୫୦୦ ଟଙ୍କା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଏଥି ସହିତ ସପ୍ତାହକୁ ଥରେ…

୭୨ ପ୍ରଧାନଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ପୁରୀ: ପୁରୀ ଜିଲ୍ଲାର ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ । ବର୍ଷା ସମୟରେ ସାପ କାମୁଡ଼ିଲେ ଓ ବଜ୍ରପାତ ହେଲେ ସେଥିରୁ କିପରି ସୁରକ୍ଷିତ ରହିବ ସେନେଇ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା, ଏଥିପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦…